Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 3:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ଆହୁରି ରାଜା ଆପଣା ଦାସମାନଙ୍କୁ କହିଲେ, “ଆଜି ଇସ୍ରାଏଲ ମଧ୍ୟରେ ଜଣେ ଅଧିପତି ଓ ମହାନ ପୁରୁଷ ଯେ ପତିତ ହେଲା, ଏହା କି ତୁମ୍ଭେମାନେ ଜାଣ ନାହିଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

38 ଆହୁରି ରାଜା ଆପଣା ଦାସମାନଙ୍କୁ କହିଲେ, ଆଜି ଇସ୍ରାଏଲ ମଧ୍ୟରେ ଜଣେ ଅଧିପତି ଓ ମହାନ ପୁରୁଷ ଯେ ପତିତ ହେଲା, ଏହା କି ତୁମ୍ଭେମାନେ ଜାଣ ନାହିଁ?

Gade chapit la Kopi

ଓଡିଆ ବାଇବେଲ

38 ଆହୁରି ରାଜା ଆପଣା ଦାସମାନଙ୍କୁ କହିଲେ, “ଆଜି ଇସ୍ରାଏଲ ମଧ୍ୟରେ ଜଣେ ଅଧିପତି ଓ ମହାନ ପୁରୁଷ ଯେ ପତିତ ହେଲା, ଏହା କି ତୁମ୍ଭେମାନେ ଜାଣ ନାହିଁ ?

Gade chapit la Kopi

ପବିତ୍ର ବାଇବଲ

38 ରାଜା ଦାଉଦ ତାଙ୍କର ସୈନ୍ୟମାନଙ୍କୁ କହିଲେ, “ତୁମ୍ଭେମାନେ ଜାଣ ଯେ ଆଜି ଇସ୍ରାଏଲର ଜଣେ ମହତ୍ତ୍ୱପୂର୍ଣ୍ଣ ନେତାଙ୍କର ମୃତ୍ୟୁ ହେଲା।

Gade chapit la Kopi




2 ଶାମୁୟେଲ 3:38
7 Referans Kwoze  

ବଡ଼ ଲୋକେ ଯେ ଜ୍ଞାନବାନ, ତାହା ନୁହେଁ, ଅବା ପ୍ରାଚୀନମାନେ ଯେ ବିଚାର ବୁଝନ୍ତି, ତାହା ନୁହେଁ।


ଏଉତ୍ତାରେ ଅବ୍‍ନର ଆପଣା ପକ୍ଷରୁ ଦାଉଦଙ୍କ ନିକଟକୁ ବାର୍ତ୍ତାବହ ପଠାଇ କହିଲା, “ଏ ଦେଶ କାହାର?” ଆହୁରି କହିଲା, “ଆପଣ ମୋʼ ସଙ୍ଗରେ ନିୟମ କରନ୍ତୁ, ତହିଁରେ ଦେଖନ୍ତୁ, ସମସ୍ତ ଇସ୍ରାଏଲକୁ ଆପଣଙ୍କ ନିକଟକୁ ଆଣିବା ପାଇଁ ମୋʼ ହସ୍ତ ଆପଣଙ୍କର ସହାୟ ହେବ।”


ଏଥିମଧ୍ୟରେ ନେର୍‍ର ପୁତ୍ର ଅବ୍‍ନର ନାମକ ଶାଉଲଙ୍କର ସୈନ୍ୟଦଳର ସେନାପତି ଶାଉଲଙ୍କର ପୁତ୍ର ଈଶ୍‍ବୋଶତକୁ ମହନୟିମକୁ ନେଇଯାଇ,


ଏହିରୂପେ ନେର୍‍ର ପୁତ୍ର ଅବ୍‍ନରକୁ ବଧ କରାଇବା ଯେ ରାଜାଙ୍କ ଆଡ଼ୁ ହୋଇ ନାହିଁ, ଏହା ସମସ୍ତ ଲୋକ ଓ ସମୁଦାୟ ଇସ୍ରାଏଲ ସେହି ଦିନ ଜାଣିଲେ।


ଏଣୁ ମୁଁ ରାଜାଭିଷିକ୍ତ ହେଲେ ହେଁ ଆଜି ଦୁର୍ବଳ ହେଲି; ଏହି ପୁରୁଷମାନେ, ଅର୍ଥାତ୍‍, ସରୁୟାର ପୁତ୍ରମାନେ ଆମ୍ଭ ପ୍ରତି ନିଷ୍ଠୁର; ସଦାପ୍ରଭୁ ଏହି କୁକ୍ରିୟାକାରୀକୁ ତାହାର କୁକର୍ମ ଅନୁସାରେ ପ୍ରତିଫଳ ଦିଅନ୍ତୁ।”


ଏଥିରେ ଦାଉଦ ଅବ୍‍ନରକୁ କହିଲେ, “ତୁମ୍ଭେ କି ଜଣେ ପୁରୁଷ ନୁହଁ? ଇସ୍ରାଏଲ ମଧ୍ୟରେ ତୁମ୍ଭ ପରି କିଏ ଅଛି? ତେବେ ତୁମ୍ଭେ କାହିଁକି ଆପଣା ପ୍ରଭୁ ରାଜାଙ୍କୁ ଜଗି ରହିଲ ନାହିଁ? କାରଣ ତୁମ୍ଭ ପ୍ରଭୁ ରାଜାଙ୍କୁ ବିନାଶ କରିବା ପାଇଁ ଲୋକମାନଙ୍କ ମଧ୍ୟରୁ ଜଣେ ଆସିଥିଲା।


Swiv nou:

Piblisite


Piblisite