Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 4:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଆଉ ଶାଉଲଙ୍କର ପୁତ୍ର ଈଶ୍‍ବୋଶତ ଯେତେବେଳେ ଶୁଣିଲା ଯେ, ହିବ୍ରୋଣରେ ଅବ୍‍ନର ମରିଅଛି, ସେତେବେଳେ ତାହାର ହସ୍ତ ଦୁର୍ବଳ ହେଲା ଏବଂ ସମୁଦାୟ ଇସ୍ରାଏଲ ନିରାଶ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଆଉ ଶାଉଲଙ୍କର ପୁତ୍ର ଈଶ୍ବୋଶତ ଯେତେବେଳେ ଶୁଣିଲା ଯେ, ହିବ୍ରୋଣରେ ଅବ୍ନର ମରିଅଛି, ସେତେବେଳେ ତାହାର ହସ୍ତ ଦୁର୍ବଳ ହେଲା ଏବଂ ସମୁଦାୟ ଇସ୍ରାଏଲ ବିହ୍ଵଳ ହେଲେ।

Gade chapit la Kopi

ଓଡିଆ ବାଇବେଲ

1 ଆଉ ଶାଉଲଙ୍କର ପୁତ୍ର ଈଶ୍‍ବୋଶତ ଯେତେବେଳେ ଶୁଣିଲା ଯେ, ହିବ୍ରୋଣରେ ଅବ୍‍ନର ମରିଅଛି, ସେତେବେଳେ ତାହାର ହସ୍ତ ଦୁର୍ବଳ ହେଲା ଏବଂ ସମୁଦାୟ ଇସ୍ରାଏଲ ନିରାଶ ହେଲେ।

Gade chapit la Kopi

ପବିତ୍ର ବାଇବଲ

1 ଶାଉଲର ପୁତ୍ର ଈ‌ଶ୍‌ବୋତ୍ ଶୁଣିବାକୁ ପାଇଲେ ଯେ ଅ‌‌ବ୍‌‌ନର‌ ହିବ୍ରୋଣରେ ମୃତ୍ୟୁବରଣ କରିଛି। ଈ‌ଶ୍‌ବୋତ୍ ଓ ତାଙ୍କର ସମସ୍ତ ଲୋକ ଭୟଭୀତ ହୋଇପଡ଼ିଲେ।

Gade chapit la Kopi




2 ଶାମୁୟେଲ 4:1
11 Referans Kwoze  

ତହିଁରେ ଦେଶସ୍ଥ ଲୋକମାନେ ଯିହୁଦାର ଲୋକମାନଙ୍କ ହସ୍ତ ଦୁର୍ବଳ କରିବାକୁ ଓ ନିର୍ମାଣ କାର୍ଯ୍ୟରେ ସେମାନଙ୍କୁ କ୍ଳେଶ ଦେବାକୁ ଲାଗିଲେ,


ଏହେତୁ ସକଳ ହସ୍ତ ଦୁର୍ବଳ ହେବ ଓ ପ୍ରତ୍ୟେକ ମାନବ ହୃଦୟ ତରଳି ଯିବ;


ଆମ୍ଭେମାନେ ସେ ବିଷୟର ଜନରବ ଶୁଣିଅଛୁ; ଆମ୍ଭମାନଙ୍କର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ଆମ୍ଭମାନଙ୍କୁ ଆକ୍ରାନ୍ତ କରିଅଛି।


ସେହି ଦିନ ଯିରୂଶାଲମକୁ କୁହାଯିବ, ତୁମ୍ଭେ ଭୟ କର ନାହିଁ; “ହେ ସିୟୋନ, ତୁମ୍ଭର ହସ୍ତ ଶିଥିଳ ନ ହେଉ।


ବାବିଲର ରାଜା ସେମାନଙ୍କ ବିଷୟରେ ଜନରବ ଶୁଣିଅଛି ଓ ତାହାର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ତାହାକୁ ଆକ୍ରାନ୍ତ କରିଅଛି।


ତୁମ୍ଭେମାନେ ଦୁର୍ବଳ ହସ୍ତକୁ ସବଳ କର ଓ ଥରଥର ଆଣ୍ଠୁକୁ ସୁସ୍ଥିର କର।


ଏହି କର୍ମରେ ସେମାନଙ୍କର ହସ୍ତ ଦୁର୍ବଳ ହେଲେ ତାହା ସମାପ୍ତ ନୋହିବ ବୋଲି” ସେସମସ୍ତେ ଆମ୍ଭମାନଙ୍କୁ ଭୀତ କରିବାକୁ ଇଚ୍ଛା କଲେ; ଏଣୁ ହେ ପରମେଶ୍ୱର, ମୋହର ହସ୍ତ ସବଳ କର।


ପୁଣି ସେ କ୍ଳାନ୍ତ ଓ ଶିଥିଳ ହସ୍ତ ଥିବା ବେଳେ ମୁଁ ତାଙ୍କୁ ଆକ୍ରମଣ କରି ଭୟ ଦେଖାଇବି; ତହିଁରେ ତାଙ୍କର ସମସ୍ତ ସଙ୍ଗୀ ଲୋକ ପଳାଇବେ; ପୁଣି ମୁଁ କେବଳ ରାଜାଙ୍କୁ ଆଘାତ କରିବି।


ପୁଣି ଅବ୍‍ନର ହିବ୍ରୋଣକୁ ଫେରି ଆସନ୍ତେ, ଯୋୟାବ ତାହା ସଙ୍ଗରେ ନିରୋଳାରେ ଆଳାପ କରିବା ପାଇଁ ତାହାକୁ ନଗରର ଦ୍ୱାର ଭିତରକୁ ନେଇଗଲା, ମାତ୍ର ଆପଣା ଭାଇ ଅସାହେଲର ରକ୍ତପାତ ସକାଶୁ ତାହାର ପେଟରେ ଆଘାତ କରନ୍ତେ, ସେ ମଲା।


ଏଥିମଧ୍ୟରେ ନେର୍‍ର ପୁତ୍ର ଅବ୍‍ନର ନାମକ ଶାଉଲଙ୍କର ସୈନ୍ୟଦଳର ସେନାପତି ଶାଉଲଙ୍କର ପୁତ୍ର ଈଶ୍‍ବୋଶତକୁ ମହନୟିମକୁ ନେଇଯାଇ,


Swiv nou:

Piblisite


Piblisite