Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 4:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି ଶାଉଲଙ୍କର ପୁତ୍ର ଈଶ୍‍ବୋଶତର ଦୁଇ ଜଣ ଦଳପତି ଥିଲେ; ଜଣକର ନାମ ବାନା ଓ ଅନ୍ୟର ନାମ ରେଖବ; ଏମାନେ ବିନ୍ୟାମୀନ୍-ବଂଶଜାତ ବେରୋତୀୟ ରିମ୍ମୋନ୍‍ର ପୁତ୍ର। (କାରଣ ବେରୋତ ମଧ୍ୟ ବିନ୍ୟାମୀନ୍‍ର ଅଧିକାରରେ ଗଣିତ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ଶାଉଲଙ୍କର ପୁତ୍ର ଈଶ୍ବୋଶତର ଦୁଇ ଜଣ ଦଳପତି ଥିଲେ; ଜଣକର ନାମ ବାନା ଓ ଅନ୍ୟର ନାମ ରେଖବ୍; ଏମାନେ ବିନ୍ୟାମୀନ ବଂଶଜାତ ବୋରୋତୀୟ ରିମ୍ମୋଣର ପୁତ୍ର। (କାରଣ ବେରୋତ୍ ମଧ୍ୟ ବିନ୍ୟାମୀନର ଅଧିକାରରେ ଗଣିତ;

Gade chapit la Kopi

ଓଡିଆ ବାଇବେଲ

2 ପୁଣି ଶାଉଲଙ୍କର ପୁତ୍ର ଈଶ୍‍ବୋଶତର ଦୁଇ ଜଣ ଦଳପତି ଥିଲେ; ଜଣକର ନାମ ବାନା ଓ ଅନ୍ୟର ନାମ ରେଖବ; ଏମାନେ ବିନ୍ୟାମୀନ୍ ବଂଶଜାତ ବେରୋତୀୟ ରିମ୍ମୋନ୍‍ର ପୁତ୍ର। (କାରଣ ବେରୋତ ମଧ୍ୟ ବିନ୍ୟାମୀନ୍‍ର ଅଧିକାରରେ ଗଣିତ;

Gade chapit la Kopi

ପବିତ୍ର ବାଇବଲ

2 ଦୁଇଜଣ ପୁରୁଷ ଶାଉଲଙ୍କର ପୁତ୍ର ଈ‌ଶ୍‌ବୋଶ‌‌ତ୍‌‌କୁ ଦେଖିବାକୁ ଗଲେ। ଏହି ଦୁଇଜଣ ପୁରୁଷ ସୈନ୍ୟମାନଙ୍କର ଅଧିନାୟକ ଥିଲେ। ସେମାନେ ରେଖବ୍ ଓ ବାନା, ବେରୋତୀୟ ରିମ୍ମୋଣର ପୁତ୍ର ଥିଲେ। ସେମାନେ ବେରୋତୀୟ ନଗରର ବିନ୍ୟାମୀନ ପରିବାରବର୍ଗରେ ଗଣିତ ଥିଲେ।

Gade chapit la Kopi




2 ଶାମୁୟେଲ 4:2
9 Referans Kwoze  

ଗିବୀୟୋନ୍‍ ଓ ରାମା ଓ ବେରୋତ


ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ତୃତୀୟ ଦିବସରେ ସେମାନଙ୍କ ନଗରମାନଙ୍କରେ ଉପସ୍ଥିତ ହେଲେ। ଗିବୀୟୋନ୍‍ ଓ କଫୀରା ଓ ବେରୋତ ଓ କିରୀୟଥ୍‍-ଯିୟାରୀମ୍‍ ସେମାନଙ୍କ ନଗର ଥିଲା।


ତହିଁରେ ଇସ୍ରାଏଲର ରାଜା ସେମାନଙ୍କ ନିମନ୍ତେ ମହାଭୋଜ ପ୍ରସ୍ତୁତ କଲେ; ପୁଣି ସେମାନେ ଭୋଜନପାନ କଲା ଉତ୍ତାରେ ସେ ସେମାନଙ୍କୁ ବିଦାୟ କଲେ, ତହୁଁ ସେମାନେ ଆପଣାମାନଙ୍କ ପ୍ରଭୁଙ୍କ ନିକଟକୁ ଗଲେ। ଏଉତ୍ତାରେ ଅରାମର ସୈନ୍ୟଦଳ ଆଉ ଇସ୍ରାଏଲର ଦେଶକୁ ଆସିଲେ ନାହିଁ।


ଅରାମୀୟମାନେ ଦଳ ଦଳ ହୋଇ ବାହାରି ଇସ୍ରାଏଲ ଦେଶରୁ ଏକ କ୍ଷୁଦ୍ର ବାଳିକାକୁ ବନ୍ଦୀ କରି ଆଣିଥିଲେ; ଆଉ ସେ ନାମାନ୍‍ର ଭାର୍ଯ୍ୟାର ସେବା କରୁଥିଲା।


ଏଉତ୍ତାରେ, ଦାଉଦଙ୍କର ସୈନ୍ୟଦଳ ଓ ଯୋୟାବ ପ୍ରଚୁର ଲୁଟିତ ଦ୍ରବ୍ୟ ସଙ୍ଗରେ ନେଇ ଆସିଲେ; ମାତ୍ର ଅବ୍‍ନର ହିବ୍ରୋଣରେ ଦାଉଦଙ୍କ ସଙ୍ଗରେ ନ ଥିଲା, କାରଣ ଦାଉଦ ତାହାକୁ ବିଦାୟ କରିବାରୁ ସେ କୁଶଳରେ ଯାଇଥିଲା।


ଏଥିଉତ୍ତାରେ ଈଶ୍‍ବୋଶତ ମଧ୍ୟାହ୍ନ ସମୟରେ ବିଶ୍ରାମ ନେବା ବେଳେ ବେରୋତୀୟ ରିମ୍ମୋନ୍‍ର ପୁତ୍ର ରେଖବ ଓ ବାନା ଯାଇ ପ୍ରାୟ ଖରା ବେଳେ ତାହାର ଗୃହରେ ଉପସ୍ଥିତ ହେଲେ।


ମାତ୍ର ଦାଉଦ ବେରୋତୀୟ ରିମ୍ମୋନ୍‍ର ପୁତ୍ର ରେଖବକୁ ଓ ତାହାର ଭାଇ ବାନାକୁ ଉତ୍ତର ଦେଇ କହିଲେ, “ଯେ ସମୁଦାୟ କ୍ଳେଶରୁ ମୋʼ ପ୍ରାଣକୁ ମୁକ୍ତ କରିଅଛନ୍ତି, ସେହି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ କହୁଅଛି,


ଅମ୍ମୋନୀୟ ସେଲକ୍‍, ସରୁୟାର ପୁତ୍ର ଯୋୟାବର ଅସ୍ତ୍ରବାହକ ବେରୋତୀୟ ନହରୟ;


ଓ ମିସ୍ପେ ଓ କଫୀରା ଓ ମୋତ୍ସା


Swiv nou:

Piblisite


Piblisite