2 ଶାମୁୟେଲ 4:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି ସେମାନେ ସେଠାରେ ପ୍ରବେଶ କରି ଗହମ ଆଣିବା ଛଳରେ ଗୃହ ଭିତରକୁ ଯାଇ ତାହାର ପେଟରେ ଆଘାତ କଲେ। ତହୁଁ ରେଖବ ଓ ତାହାର ଭାଇ ବାନା ପଳାଇଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ପୁଣି ସେମାନେ ସେଠାରେ ପ୍ରବେଶ କରି ଗହମ ଆଣିବା ଛଳରେ ଗୃହ ଭିତରକୁ ଯାଇ ତାହାର ପେଟରେ ଆଘାତ କଲେ। ତହୁଁ ରେଖବ୍ ଓ ତାହାର ଭାଇ ବାନା ପଳାଇ ଗଲେ। Gade chapit laଓଡିଆ ବାଇବେଲ6 ପୁଣି ସେମାନେ ସେଠାରେ ପ୍ରବେଶ କରି ଗହମ ଆଣିବା ଛଳରେ ଗୃହ ଭିତରକୁ ଯାଇ ତାହାର ପେଟରେ ଆଘାତ କଲେ। ତହୁଁ ରେଖବ ଓ ତାହାର ଭାଇ ବାନା ପଳାଇ ଗଲେ। Gade chapit laପବିତ୍ର ବାଇବଲ6-7 ରେଖବ ଓ ବାନା ଈଶ୍ବୋଶତ୍ର ଗୃହରେ ପ୍ରବେଶ କଲେ, ସତେ ଯେପରି ସେମାନେ ଗହମ ନେବାକୁ ଆସିଛନ୍ତି। ଈଶ୍ବୋଶତ୍ ସେହି ସମୟରେ ତାଙ୍କର ଶୋଇବା ଘରେ ବିଛଣା ଉପରେ ବିଶ୍ରାମ ନେଉଥିଲେ। ସେହି ସମୟରେ ରେଖବ୍ ଓ ବାନା ତାଙ୍କର ପେଟରେ ଖଡ଼୍ଗ ଭୂଷି ହତ୍ୟା କଲେ ଓ ତାଙ୍କର ମୁଣ୍ଡ କାଟି ତାଙ୍କ ସହିତ ନେଇ ଆସିଲେ। ସେମାନେ ଯର୍ଦ୍ଦନ ଉପତ୍ୟକା ଦେଇ ରାତିସାରା ଗ୍ଭଲିଲେ। Gade chapit la |