Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 5:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏଥିଉତ୍ତାରେ ଦାଉଦ ହିବ୍ରୋଣରୁ ଆସିଲା ଉତ୍ତାରେ ଯିରୂଶାଲମରେ ଆଉ ଅନେକ ଉପପତ୍ନୀ ଓ ଭାର୍ଯ୍ୟା ଗ୍ରହଣ କଲେ; ତହିଁରେ ଦାଉଦଙ୍କର ଆହୁରି ପୁତ୍ରକନ୍ୟା ଜାତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଅନନ୍ତର ଦାଉଦ ହିବ୍ରୋଣରୁ ଆସିଲା ଉତ୍ତାରେ ଯିରୂଶାଲମରେ ଆଉ ଅନେକ ଉପପନିୀ ଓ ଭାର୍ଯ୍ୟା ଗ୍ରହଣ କଲେ; ତହିଁରେ ଦାଉଦଙ୍କର ଆହୁରି ପୁତ୍ର କନ୍ୟା ଜାତ ହେଲେ।

Gade chapit la Kopi

ଓଡିଆ ବାଇବେଲ

13 ଏଥିଉତ୍ତାରେ ଦାଉଦ ହିବ୍ରୋଣରୁ ଆସିଲା ଉତ୍ତାରେ ଯିରୂଶାଲମରେ ଆଉ ଅନେକ ଉପପତ୍ନୀ ଓ ଭାର୍ଯ୍ୟା ଗ୍ରହଣ କଲେ; ତହିଁରେ ଦାଉଦଙ୍କର ଆହୁରି ପୁତ୍ର କନ୍ୟା ଜାତ ହେଲେ।

Gade chapit la Kopi

ପବିତ୍ର ବାଇବଲ

13 ଦାଉଦ ହିବ୍ରୋଣରୁ ଯିରୁଶାଲମକୁ ଗଲେ। ସେଠାରେ ସେ ଅନେକ ସ୍ତ୍ରୀମାନଙ୍କୁ ଓ ଅନେକ ଉପପତ୍ନୀମାନଙ୍କୁ ବିବାହ କଲେ ଏବଂ ସେଠାରେ ତାଙ୍କଠାରୁ ଅନେକ ପିଲା ଜନ୍ମ ହେଲେ।

Gade chapit la Kopi




2 ଶାମୁୟେଲ 5:13
11 Referans Kwoze  

ଏସମସ୍ତେ ଦାଉଦଙ୍କର ପୁତ୍ର; ଏମାନେ ଉପପତ୍ନୀଗଣର ସନ୍ତାନମାନଙ୍କଠାରୁ ଭିନ୍ନ; ଆଉ ତାମର ଏମାନଙ୍କର ଭଗିନୀ ଥିଲା।


କିଅବା ସେ ଅନେକ ସ୍ତ୍ରୀ ବିବାହ କରିବ ନାହିଁ, କଲେ ତାହାର ହୃଦୟ ବିପଥଗାମୀ ହେବ; ଅଥବା ସେ ଆପଣା ପାଇଁ ରୂପା କି ସୁନା ଅତିଶୟ ବଢ଼ାଇବ ନାହିଁ।


ମାତ୍ର ଅବୀୟ ବେଳକୁ ବେଳ ବଳବାନ ହୋଇ ଉଠିଲେ, ପୁଣି ଚଉଦ ଭାର୍ଯ୍ୟା ବିବାହ କରି ବାଇଶ ପୁତ୍ର ଓ ଷୋହଳ କନ୍ୟା ଜାତ କଲେ।


ତହିଁରେ ସଦାପ୍ରଭୁ ଦାଉଦଙ୍କୁ ଇସ୍ରାଏଲର ରାଜପଦରେ ସ୍ଥିର କଲେ ଓ ଆପଣା ଇସ୍ରାଏଲ ଲୋକଙ୍କ ସକାଶୁ ତାଙ୍କ ରାଜ୍ୟ ଉନ୍ନତ କଲେ, ଏହା ସେ ବୁଝିଲେ।


ଏଣୁ ତାଙ୍କର ସାତ ଶହ ରାଜପତ୍ନୀ ଓ ତିନି ଶହ ଉପପତ୍ନୀ ହେଲେ; ଆଉ ତାଙ୍କର ପତ୍ନୀମାନେ ତାଙ୍କର ମନକୁ ବିପଥଗାମୀ କଲେ।


ମଧ୍ୟ ଦାଉଦ ଯିଷ୍ରିୟେଲୀୟା ଅହୀନୋୟମକୁ ବିବାହ କଲେ; ତହିଁରେ ସେ ଦୁହେଁ ତାଙ୍କର ଭାର୍ଯ୍ୟା ହେଲେ।


ଧନୀ ଲୋକର ଅତି ପ୍ରଚୁର ଗୋମେଷାଦି ଓ ପଲ ଥିଲା;


ଦାଉଦଙ୍କର ଏହି ପୁତ୍ରମାନେ ହିବ୍ରୋଣରେ ଜାତ ହୋଇଥିଲେ; ଜ୍ୟେଷ୍ଠ ପୁତ୍ର ଅମ୍ନୋନ, ସେ ଯିଷ୍ରିୟେଲୀୟା ଅହୀନୋୟମ୍‍ଠାରୁ ଜାତ; ଦ୍ୱିତୀୟ ଦାନିୟେଲ, ସେ କର୍ମିଲୀୟା ଅବୀଗଲଠାରୁ ଜାତ;


Swiv nou:

Piblisite


Piblisite