Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 5:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ପୁଣି ତୁମ୍ଭେ ସେହି ତୂତ ବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶବ୍ଦ ଶୁଣିଲେ ଆକ୍ରମଣ କରିବ; କାରଣ ସେତେବେଳେ ସଦାପ୍ରଭୁ ପଲେଷ୍ଟୀୟମାନଙ୍କ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ପୁଣି ତୁମ୍ଭେ ସେହି ତୂତ ବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶଦ୍ଦ ଶୁଣିଲେ ଉଦ୍ୟମ କରିବ; କାରଣ ସେତେବେଳେ ସଦାପ୍ରଭୁ ପଲେଷ୍ଟୀୟମାନଙ୍କ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ।

Gade chapit la Kopi

ଓଡିଆ ବାଇବେଲ

24 ପୁଣି ତୁମ୍ଭେ ସେହି ତୂତ ବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶବ୍ଦ ଶୁଣିଲେ ଆକ୍ରମଣ କରିବ; କାରଣ ସେତେବେଳେ ସଦାପ୍ରଭୁ ପଲେଷ୍ଟୀୟମାନଙ୍କ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ।”

Gade chapit la Kopi

ପବିତ୍ର ବାଇବଲ

24 ତୁମ୍ଭେମାନେ ସେହି ତୂ‌ତ୍‌ବୃକ୍ଷ ତୋଟା ଉପରେ ସୈନ୍ୟମାନଙ୍କର ପଦାଗ୍ଭରଣର ଶବ୍ଦ ପରି ଶବ୍ଦ ଶୁଣି ପାରିବ। ତେବେ ତୁମ୍ଭେମାନେ ସେମାନଙ୍କୁ ଶୀଘ୍ର ଆକ୍ରମଣ କରିବ, କାରଣ ସେହି ସମୟରେ ସଦାପ୍ରଭୁ ତୁମ୍ଭମାନଙ୍କ ଆଗରେ ଯିବେ ଏବଂ ତୁମ୍ଭମାନଙ୍କ ସକାଶେ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବେ।”

Gade chapit la Kopi




2 ଶାମୁୟେଲ 5:24
7 Referans Kwoze  

କାରଣ ସଦାପ୍ରଭୁ ଅରାମୀୟମାନଙ୍କ ସୈନ୍ୟଗଣକୁ ରଥ ଶବ୍ଦ ଓ ଅଶ୍ୱ ଶବ୍ଦ, ଅର୍ଥାତ୍‍, ମହାସୈନ୍ୟ ଶବ୍ଦ ଶୁଣାଇଥିଲେ; ତହିଁରେ ସେମାନେ ପରସ୍ପର କହିଲେ, “ଦେଖ, ଇସ୍ରାଏଲର ରାଜା ଆମ୍ଭମାନଙ୍କୁ ଆକ୍ରମଣ କରିବା ପାଇଁ ହିତ୍ତୀୟମାନଙ୍କ ରାଜାଗଣକୁ ଓ ମିସରୀୟମାନଙ୍କ ରାଜାଗଣକୁ ଆମ୍ଭମାନଙ୍କ ପ୍ରତିକୂଳରେ ବେତନ ଦେଇ ନିଯୁକ୍ତ କରିଅଛି।”


ସେତେବେଳେ ଦବୋରା ବାରକ୍‍କୁ କହିଲେ, “ଉଠ, କାରଣ ଆଜି ସଦାପ୍ରଭୁ ସୀଷରାକୁ ତୁମ୍ଭ ହସ୍ତରେ ସମର୍ପଣ କରିବାର ଦିନ; ସଦାପ୍ରଭୁ କି ତୁମ୍ଭର ଅଗ୍ରଗାମୀ ହୋଇଯାଇ ନାହାନ୍ତି?” ତହିଁରେ ବାରକ୍‍ ଓ ତାହା ପଛେ ଦଶ ହଜାର ଲୋକ ତାବୋର ପର୍ବତରୁ ଓହ୍ଲାଇ ଗଲେ।


ସେତେବେଳେ ଗିଦିୟୋନ୍‍ ସେହି ସ୍ୱପ୍ନର କଥା ଓ ତହିଁର ଅର୍ଥ ଶୁଣି ପ୍ରଣାମ କଲେ; ପୁଣି ସେ ଇସ୍ରାଏଲ ଛାଉଣିକୁ ଫେରିଆସି କହିଲେ, “ଉଠ, କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ହସ୍ତରେ ମିଦୀୟନୀୟ ସୈନ୍ୟଦଳକୁ ସମର୍ପଣ କରିଅଛନ୍ତି।”


ପୁଣି, ତୁମ୍ଭେ ତୂତ ବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶବ୍ଦ ଶୁଣିଲେ, ଯୁଦ୍ଧକୁ ବାହାରିବ; କାରଣ ପରମେଶ୍ୱର ପଲେଷ୍ଟୀୟ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ।”


ତହିଁରେ ଦାଉଦ ସଦାପ୍ରଭୁଙ୍କୁ ସାହାଯ୍ୟ ମାଗନ୍ତେ, ସେ କହିଲେ, “ତୁମ୍ଭେ ଉଠି ଉଠିଯାଅ ନାହିଁ; ସେମାନଙ୍କ ପଶ୍ଚାତ୍‍ ଘୁରି ଆସି ତୂତ ବୃକ୍ଷ ତୋଟା ସମ୍ମୁଖରେ ସେମାନଙ୍କୁ ଆକ୍ରମଣ କର।


Swiv nou:

Piblisite


Piblisite