2 ଶାମୁୟେଲ 6:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ, ସଦାପ୍ରଭୁଙ୍କ ସିନ୍ଦୁକ-ବାହକମାନେ ଛଅ ପାଦ ଗଲା ଉତ୍ତାରେ ସେ ଏକ ଗୋରୁ ଓ ଏକ ପୁଷ୍ଟ ପଶୁ ବଳିଦାନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ଆଉ, ସଦାପ୍ରଭୁଙ୍କ ସିନ୍ଦୁକବାହକମାନେ ଛଅ ପାଦ ଗଲା ଉତ୍ତାରେ ସେ ଏକ ଗୋରୁ ଓ ଏକ ପୁଷ୍ଟ ପଶୁ ବଳିଦାନ କଲେ। Gade chapit laଓଡିଆ ବାଇବେଲ13 ଆଉ, ସଦାପ୍ରଭୁଙ୍କ ସିନ୍ଦୁକବାହକମାନେ ଛଅ ପାଦ ଗଲା ଉତ୍ତାରେ ସେ ଏକ ଗୋରୁ ଓ ଏକ ପୁଷ୍ଟ ପଶୁ ବଳିଦାନ କଲେ। Gade chapit laପବିତ୍ର ବାଇବଲ13 ଯେଉଁ ଲୋକମାନେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ବହିଥିଲେ ସେମାନେ ଛଅ ପାହୁଣ୍ଡ ଆସିଲା ପରେ ସେଠାରେ ଅଟକିଲେ ଓ ଦାଉଦ ସେଠାରେ ଏକ ଗୋରୁ ବଳି ଦେଲେ ଓ ଏକ ମୋଟା ବାଛୁରି ମଧ୍ୟ ବଳି ଦେଲେ। Gade chapit la |