2 ଶାମୁୟେଲ 6:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି ମୁଁ ଏଥିରୁ ହିଁ ଆହୁରି କ୍ଷୁଦ୍ର ହେବି ଓ ନିଜ ଦୃଷ୍ଟିରେ ନୀଚ ହେବି; ତଥାପି ତୁମ୍ଭେ ଯେଉଁ ଦାସୀମାନଙ୍କ କଥା କହିଲ, ସେମାନଙ୍କଠାରୁ ମୁଁ ଗୌରବ ପାଇବି।” Gade chapit laପବିତ୍ର ବାଇବଲ (Re-edited) - (BSI)22 ପୁଣି ମୁଁ ଏଥିରୁ ହିଁ ଆହୁରି ଲଘୁ ହେବି ଓ ନିଜ ଦୃଷ୍ଟିରେ ନୀଚ ହେବି; ତଥାପି ତୁମ୍ଭେ ଯେଉଁ ଦାସୀମାନଙ୍କ କଥା କହିଲ, ସେମାନଙ୍କଠାରୁ ମୁଁ ଗୌରବ ପାଇବି। Gade chapit laଓଡିଆ ବାଇବେଲ22 ପୁଣି ମୁଁ ଏଥିରୁ ହିଁ ଆହୁରି କ୍ଷୁଦ୍ର ହେବି ଓ ନିଜ ଦୃଷ୍ଟିରେ ନୀଚ ହେବି; ତଥାପି ତୁମ୍ଭେ ଯେଉଁ ଦାସୀମାନଙ୍କ କଥା କହିଲ, ସେମାନଙ୍କଠାରୁ ମୁଁ ଗୌରବ ପାଇବି।” Gade chapit laପବିତ୍ର ବାଇବଲ22 ମୁଁ ଏପରିକି ଏହାଠାରୁ ଆହୁରି ମର୍ଯ୍ୟାଦାହୀନ ଓ ନିଜକୁ ଅପମାନିତ କରିବି। ତା'ପରେ ତୁମ୍ଭେ ଯେଉଁ ଦାସୀମାନଙ୍କ ବିଷୟରେ କହିଲ, ମୋତେ ସମ୍ମାନ କରିବେ ଓ ମୋ’ ପାଇଁ ଗର୍ବ ଅନୁଭବ କରିବେ।” Gade chapit la |
ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତକାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ,’ ମାତ୍ର ଏବେ ସଦାପ୍ରଭୁ କହନ୍ତି, ‘ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁ ଜ୍ଞାନ କରାଯିବେ।