Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 6:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ ସେମାନେ ନାଖୋନ ନାମକ ଶସ୍ୟମର୍ଦ୍ଦନ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବିସ୍ତାର କରି ପରମେଶ୍ୱରଙ୍କ ସିନ୍ଦୁକ ଧରିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ ସେମାନେ ନାଖୋନ ନାମକ ଶସ୍ୟମର୍ଦ୍ଦନ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବିସ୍ତାର କରି ପରମେଶ୍ଵରଙ୍କ ସିନ୍ଦୁକ ଧରିଲା।

Gade chapit la Kopi

ଓଡିଆ ବାଇବେଲ

6 ଆଉ ସେମାନେ ନାଖୋନ ନାମକ ଶସ୍ୟମର୍ଦ୍ଦନ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବିସ୍ତାର କରି ପରମେଶ୍ୱରଙ୍କ ସିନ୍ଦୁକ ଧରିଲା।

Gade chapit la Kopi

ପବିତ୍ର ବାଇବଲ

6 ସେମାନେ ନାଖୋନ ନାମକ ଶସ୍ୟ ମର୍ଦ୍ଦନ ସ୍ଥାନରେ ପହଞ୍ଚିଲେ। ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବଢ଼ାଇ ପ୍ରଭୁଙ୍କର ପବିତ୍ର ସିନ୍ଦୁକକୁ ଧରି ନେଲେ।

Gade chapit la Kopi




2 ଶାମୁୟେଲ 6:6
5 Referans Kwoze  

ଆଉ ସେମାନେ କୀଦୋନ୍‍ ନାମକ ଶସ୍ୟମର୍ଦ୍ଦନ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବିସ୍ତାର କରି ସିନ୍ଦୁକ ଧରିଲା।


ଏହିରୂପେ ଛାଉଣି ଅଗ୍ରସର ହେବା ସମୟରେ ହାରୋଣ, ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସ୍ଥାନର ସମସ୍ତ ଦ୍ରବ୍ୟ ଢାଙ୍କିବାର ଶେଷ କଲା ଉତ୍ତାରେ କହାତ-ସନ୍ତାନଗଣ ତାହା ବହିବା ପାଇଁ ଆସିବେ; ମାତ୍ର ସେମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ସ୍ପର୍ଶ କରିବେ ନାହିଁ। ଏହା ହିଁ ସମାଗମ-ତମ୍ବୁରେ କହାତ-ସନ୍ତାନଗଣର ଭାର ହେବ।


ଏଥିଉତ୍ତାରେ ସେମାନେ ଯର୍ଦ୍ଦନ ପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ମହା ବିଳାପ କରି ରୋଦନ କଲେ; ଯୋଷେଫ ସେଠାରେ ଆପଣା ପିତାଙ୍କ ଲାଗି ସାତ ଦିନ ପର୍ଯ୍ୟନ୍ତ ଶୋକ କଲେ।


“ତୁମ୍ଭେମାନେ ଲେବୀୟମାନଙ୍କ ମଧ୍ୟରୁ କହାତ ବଂଶୀୟ ଗୋଷ୍ଠୀକୁ ଉଚ୍ଛିନ୍ନ କର ନାହିଁ!


Swiv nou:

Piblisite


Piblisite