Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 6:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି ସଦାପ୍ରଭୁ ଉଷକୁ ଆକ୍ରମଣ କରିବାରୁ ଦାଉଦ ଅସନ୍ତୁଷ୍ଟ ହେଲେ, ଏଣୁ ସେ ସେହି ସ୍ଥାନର ନାମ ପେରସ-ଉଷ (ଉଷ ପ୍ରତି ଆକ୍ରମଣ) ରଖିଲେ; ଆଜି ପର୍ଯ୍ୟନ୍ତ ସେହି ନାମ ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି ସଦାପ୍ରଭୁ ଉଷକୁ ଆକ୍ରମଣ କରିବାରୁ ଦାଉଦ ଅସନ୍ତୁଷ୍ଟ ହେଲେ, ଏଣୁ ସେ ସେହି ସ୍ଥାନର ନାମ ପେରସ-ଉଷ (ଉଷ ପ୍ରତି ଆକ୍ରମଣ) ରଖିଲେ; ଆଜି ପର୍ଯ୍ୟନ୍ତ ସେହି ନାମ ଅଛି।

Gade chapit la Kopi

ଓଡିଆ ବାଇବେଲ

8 ପୁଣି ସଦାପ୍ରଭୁ ଉଷକୁ ଆକ୍ରମଣ କରିବାରୁ ଦାଉଦ ଅସନ୍ତୁଷ୍ଟ ହେଲେ, ଏଣୁ ସେ ସେହି ସ୍ଥାନର ନାମ ପେରସ-ଉଷ (ଉଷ ପ୍ରତି ଆକ୍ରମଣ) ରଖିଲେ; ଆଜି ପର୍ଯ୍ୟନ୍ତ ସେହି ନାମ ଅଛି।

Gade chapit la Kopi

ପବିତ୍ର ବାଇବଲ

8 ସଦାପ୍ରଭୁ ଉଷକୁ ମାରି ଦେଇଥିବାରୁ ଦାଉଦ ବ୍ୟତିବ୍ୟସ୍ତ ହେଲେ ଓ ସେହି ସ୍ଥାନର ନାମ “ପେରସ୍ଉଷ” ରଖିଲେ। ଆଜି ପର୍ଯ୍ୟନ୍ତ ସେହି ସ୍ଥାନର ନାମ ପେରସ୍ଉଷ ରହିଅଛି।

Gade chapit la Kopi




2 ଶାମୁୟେଲ 6:8
6 Referans Kwoze  

ଏଥିରେ ପରମେଶ୍ୱର ଯୂନସଙ୍କୁ କହିଲେ, “ତୁମ୍ଭେ କଖାରୁ ଲତା ସକାଶୁ କ୍ରୋଧ କରି କି ଭଲ କରୁଅଛ?” ତହିଁରେ ସେ କହିଲେ, “ମରଣ ପର୍ଯ୍ୟନ୍ତ ହିଁ କ୍ରୋଧ କରିବାର ମୋର ଭଲ।”


ମାତ୍ର ଯୂନସ ଏଥିରେ ମହା ଅସନ୍ତୁଷ୍ଟ ଓ କ୍ରୁଦ୍ଧ ହେଲେ।


ସେତେବେଳେ ଉଷ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ଏଣୁ ପରମେଶ୍ୱର ତାହାର ଭ୍ରମ ସକାଶୁ ତାହାକୁ ଆଘାତ କରନ୍ତେ, ସେ ସେହିଠାରେ ପରମେଶ୍ୱରଙ୍କ ସିନ୍ଦୁକ ପାଖରେ ମଲା।


ପୁଣି ଦାଉଦ ସେହି ଦିନ ସଦାପ୍ରଭୁଙ୍କୁ ଭୟ କରି କହିଲେ, “ସଦାପ୍ରଭୁଙ୍କ ସିନ୍ଦୁକ କିପ୍ରକାରେ ମୋʼ ନିକଟକୁ ଆସିବ?”


କାରଣ ପ୍ରଥମ ଥର ତୁମ୍ଭେମାନେ ତାହା ନ ବୋହିବାରୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଆକ୍ରମଣ କଲେ, ଯେଣୁ ଆମ୍ଭେମାନେ ବିଧିମତେ ତାହାଙ୍କର ଅନ୍ୱେଷଣ ନ କଲୁ।


Swiv nou:

Piblisite


Piblisite