2 ଶାମୁୟେଲ 7:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି ତୁମ୍ଭେ ଅନନ୍ତକାଳଯାଏ ଆପଣା ଉଦ୍ଦେଶ୍ୟରେ ଏକ ଲୋକ କରିବା ନିମନ୍ତେ ଆପଣା ଲୋକ ଇସ୍ରାଏଲକୁ ଆପଣା ପାଇଁ ସ୍ଥାୟୀ କରିଅଛ। ଆଉ ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କର ପରମେଶ୍ୱର ହୋଇଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)24 ପୁଣି ତୁମ୍ଭେ ଅନ; କାଳ ଯାଏ ଆପଣା ଉଦ୍ଦେଶ୍ୟରେ ଏକ ଲୋକ କରିବା ନିମନ୍ତେ ଆପଣା ଲୋକ ଇସ୍ରାଏଲକୁ ଆପଣା ପାଇଁ ସ୍ଥାୟୀ କରିଅଛ। ଆଉ ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କର ପରମେଶ୍ଵର ହୋଇଅଛ। Gade chapit laଓଡିଆ ବାଇବେଲ24 ପୁଣି ତୁମ୍ଭେ ଅନନ୍ତ କାଳ ଯାଏ ଆପଣା ଉଦ୍ଦେଶ୍ୟରେ ଏକ ଲୋକ କରିବା ନିମନ୍ତେ ଆପଣା ଲୋକ ଇସ୍ରାଏଲକୁ ଆପଣା ପାଇଁ ସ୍ଥାୟୀ କରିଅଛ। ଆଉ ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କର ପରମେଶ୍ୱର ହୋଇଅଛ। Gade chapit laପବିତ୍ର ବାଇବଲ24 ତୁମ୍ଭେ ଇସ୍ରାଏଲର ଲୋକମାନଙ୍କୁ ଚିରଦିନ ପାଇଁ ତୁମ୍ଭର ନିଜର ଲୋକ କଲ ଏବଂ ତୁମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ହୋଇଅଛ। Gade chapit la |
ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”
ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ, ଓ ଆପଣା ନାମ କରିବାକୁ ପୁଣି ମିସରରୁ, ନାନା ଗୋଷ୍ଠୀ ଓ ସେମାନଙ୍କ ଦେବଗଣଠାରୁ ତୁମ୍ଭ ଉଦ୍ଦେଶ୍ୟରେ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରେ ସେମାନଙ୍କ ପାଇଁ ମହତ୍ କର୍ମ ଓ ତୁମ୍ଭ ଦେଶ ପାଇଁ ଭୟାନକ କର୍ମ କରିବାକୁ ପରମେଶ୍ୱର ଆଗମନ କରିଥିଲେ।