2 ଶାମୁୟେଲ 7:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏବେ ହେ ସଦାପ୍ରଭୋ, ପରମେଶ୍ୱର, ତୁମ୍ଭେ ଆପଣା ଦାସ ବିଷୟରେ ଓ ତାହାର ବଂଶ ବିଷୟରେ ଯେଉଁ ବାକ୍ୟ କହିଅଛ, ତାହା ଅନନ୍ତକାଳ ପର୍ଯ୍ୟନ୍ତ ଦୃଢ଼ କର ଓ ଯେପରି କହିଅଛ, ସେପରି କର। Gade chapit laପବିତ୍ର ବାଇବଲ (Re-edited) - (BSI)25 ଏବେ ହେ ସଦାପ୍ରଭୋ, ପରମେଶ୍ଵର, ତୁମ୍ଭେ ଆପଣା ଦାସ ବିଷୟରେ ଓ ତାହାର ବଂଶ ବିଷୟରେ ଯେଉଁ ବାକ୍ୟ କହିଅଛ, ତାହା ଅନ; କାଳ ପର୍ଯ୍ୟନ୍ତ ଦୃଢ଼ କର ଓ ଯେପରି କହିଅଛ, ସେପରି କର। Gade chapit laଓଡିଆ ବାଇବେଲ25 ଏବେ ହେ ସଦାପ୍ରଭୁ, ପରମେଶ୍ୱର, ତୁମ୍ଭେ ଆପଣା ଦାସ ବିଷୟରେ ଓ ତାହାର ବଂଶ ବିଷୟରେ ଯେଉଁ ବାକ୍ୟ କହିଅଛ, ତାହା ଅନନ୍ତ କାଳ ପର୍ଯ୍ୟନ୍ତ ଦୃଢ଼ କର ଓ ଯେପରି କହିଅଛ, ସେପରି କର। Gade chapit laପବିତ୍ର ବାଇବଲ25 “ହେ ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ତୁମ୍ଭର ଦାସ ବିଷୟରେ ଓ ତାହାର ପରିବାର ବିଷୟରେ ଯେଉଁ କଥା କହିଅଛ, ଦୟାକରି ତୁମ୍ଭେ ପ୍ରତିଜ୍ଞା ପୂରଣ କର। ରାଜାମାନଙ୍କର ଚିରଦିନ ପାଇଁ ମୋର ପରିବାରକୁ ଗୋଟିଏ ରାଜ ବଂଶରେ ପ୍ରତିଷ୍ଠା କର। Gade chapit la |