Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 7:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଆଉ ଏବେ, ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ହିଁ ପରମେଶ୍ୱର ଓ ତୁମ୍ଭର ବାକ୍ୟ ସତ୍ୟ, ପୁଣି ତୁମ୍ଭେ ଆପଣା ଦାସ ପ୍ରତି ଏହି ମଙ୍ଗଳ ପ୍ରତିଜ୍ଞା କରିଅଛ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ଆଉ ଏବେ, ହେ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ହିଁ ପରମେଶ୍ଵର ଓ ତୁମ୍ଭର ବାକ୍ୟ ସତ୍ୟ, ପୁଣି ତୁମ୍ଭେ ଆପଣା ଦାସ ପ୍ରତି ଏହି ମଙ୍ଗଳ ପ୍ରତିଜ୍ଞା କରିଅଛ;

Gade chapit la Kopi

ଓଡିଆ ବାଇବେଲ

28 ଆଉ ଏବେ, ହେ ପ୍ରଭୁ, ସଦାପ୍ରଭୁ , ତୁମ୍ଭେ ହିଁ ପରମେଶ୍ୱର ଓ ତୁମ୍ଭର ବାକ୍ୟ ସତ୍ୟ, ପୁଣି ତୁମ୍ଭେ ଆପଣା ଦାସ ପ୍ରତି ଏହି ମଙ୍ଗଳ ପ୍ରତିଜ୍ଞା କରିଅଛ;

Gade chapit la Kopi

ପବିତ୍ର ବାଇବଲ

28 ହେ ସଦାପ୍ରଭୁ! ମୋର ପ୍ରଭୁ, ତୁମ୍ଭେ ହେଉଛ ପରମେଶ୍ୱର ଓ ଆପଣଙ୍କର ବାକ୍ୟ ସତ୍ୟ। ପୁଣି ନିଜେ ଆପଣ ନିଜର ଦାସ ପ୍ରତି ଏହି ମଙ୍ଗଳ ପ୍ରତିଜ୍ଞା କରିଅଛ।

Gade chapit la Kopi




2 ଶାମୁୟେଲ 7:28
4 Referans Kwoze  

ସତ୍ୟ ଦ୍ୱାରା ସେମାନଙ୍କୁ ପବିତ୍ର କର, ତୁମ୍ଭର ବାକ୍ୟ ତ ସତ୍ୟ।


ପରମେଶ୍ୱର ମନୁଷ୍ୟ ନୁହନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ?


ଆଉ ସଦାପ୍ରଭୁ ତାଙ୍କ ସମ୍ମୁଖ ଦେଇ ଗମନ କରି ଏହା ଘୋଷଣା କଲେ, “ସଦାପ୍ରଭୁ, ସଦାପ୍ରଭୁ ପରମେଶ୍ୱର ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ;


ଈଶ୍ବରଙ୍କ ମନୋନୀତ ଲୋକମାନେ ଅନନ୍ତ ଜୀବନର ଭରସା ପ୍ରାପ୍ତ ହୋଇ, ଯେପରି ବିଶ୍ଵାସ ଓ ଭକ୍ତି ସହିତ ସତ୍ୟ ଜ୍ଞାନରେ ବୃଦ୍ଧି ପାଆନ୍ତି, ଏଥିନିମନ୍ତେ ମୁଁ ପ୍ରେରିତ ହୋଇଅଛି;


Swiv nou:

Piblisite


Piblisite