2 ଶାମୁୟେଲ 8:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଦାଉଦ ରାଜା ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ, ପୁଣି ଯେଉଁ ସମସ୍ତ ଗୋଷ୍ଠୀକୁ ବଶୀଭୂତ କରିଥିଲେ, ସେମାନଙ୍କଠାରୁ, Gade chapit laପବିତ୍ର ବାଇବଲ (Re-edited) - (BSI)11 ଦାଉଦ ରାଜା ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ, ପୁଣି ଯେସମସ୍ତ ଗୋଷ୍ଠୀକି ବଶୀଭୂତ କରିଥିଲେ, ସେମାନଙ୍କ ଠାରୁ, Gade chapit laଓଡିଆ ବାଇବେଲ11 ଦାଉଦ ରାଜା ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ, ପୁଣି ଯେଉଁ ସମସ୍ତ ଗୋଷ୍ଠୀକୁ ବଶୀଭୂତ କରିଥିଲେ, ସେମାନଙ୍କଠାରୁ, Gade chapit laପବିତ୍ର ବାଇବଲ11 ଦାଉଦ ସେସବୁ ଦ୍ରବ୍ୟକୁ ଗ୍ରହଣ କଲେ ଓ ସଦାପ୍ରଭୁଙ୍କୁ ସେଗୁଡ଼ିକୁ ଅର୍ପଣ କଲେ। ସେ ସେଗୁଡ଼ିକୁ ଅନ୍ୟ ସୁନା, ରୂପାର ଦ୍ରବ୍ୟ ପାଖରେ ରହିଲେ, ଯାହା ସେ ସଦାପ୍ରଭୁଙ୍କୁ ଅର୍ପଣ କଲେ। ଦାଉଦ ସେଗୁଡ଼ିକୁ ଯେଉଁ ଦେଶକୁ ପରାସ୍ତ କରୁଥିଲେ, ସେହି ଦେଶରୁ ଦ୍ରବ୍ୟମାନ ଆଣୁଥିଲେ। Gade chapit la |
ଏବେ ମୁଁ ଆପଣାର ସମସ୍ତ ଶକ୍ତିରେ ମୋʼ ପରମେଶ୍ୱରଙ୍କ ଗୃହ ନିମନ୍ତେ ପ୍ରଚୁର ରୂପେ ସ୍ୱର୍ଣ୍ଣମୟ ଦ୍ରବ୍ୟ ପାଇଁ ସୁନା ଓ ରୌପ୍ୟମୟ ଦ୍ରବ୍ୟ ପାଇଁ ରୂପା ଓ ପିତ୍ତଳମୟ ଦ୍ରବ୍ୟ ପାଇଁ ପିତ୍ତଳ, ଲୌହମୟ ଦ୍ରବ୍ୟ ପାଇଁ ଲୁହା ଓ କାଷ୍ଠମୟ ଦ୍ରବ୍ୟ ପାଇଁ କାଷ୍ଠ; ଗୋମେଦକ ମଣି ଓ ଖଚନାର୍ଥକ ପ୍ରସ୍ତର, ଜଡ଼ିତ-କର୍ମାର୍ଥକ ପ୍ରସ୍ତର ଓ ନାନା ବର୍ଣ୍ଣର ପ୍ରସ୍ତର ଓ ସର୍ବପ୍ରକାର ବହୁମୂଲ୍ୟ ପ୍ରସ୍ତର ଓ ମର୍ମର ପ୍ରସ୍ତର ଆୟୋଜନ କରିଅଛି।