Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 8:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ, ଦାଉଦ ହଦଦେଷରର ଦାସମାନଙ୍କ ସୁବର୍ଣ୍ଣ-ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆଉ, ଦାଉଦ ହଦଦେଷରର ଦାସମାନଙ୍କ ସୁବର୍ଣ୍ଣ ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ।

Gade chapit la Kopi

ଓଡିଆ ବାଇବେଲ

7 ଆଉ, ଦାଉଦ ହଦଦେଷରର ଦାସମାନଙ୍କ ସୁବର୍ଣ୍ଣ ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ।

Gade chapit la Kopi

ପବିତ୍ର ବାଇବଲ

7 ଦାଉଦ ହଦଦେଷର ଅଧିକାରୀମାନଙ୍କ ପାଖରେ ଥିବା ସୁବର୍ଣ୍ଣ ଢାଲଗୁଡ଼ିକ ଛଡ଼ାଇ ଆଣିଲେ। ଦାଉଦ ସେହି ସୁବର୍ଣ୍ଣ ଢାଲଗୁଡ଼ିକ ଯିରୁଶାଲମକୁ ନେଇ ଆସିଲେ।

Gade chapit la Kopi




2 ଶାମୁୟେଲ 8:7
7 Referans Kwoze  

ଆଉ, ଦାଉଦ ହଦଦେଷରର ଦାସମାନଙ୍କ ସୁବର୍ଣ୍ଣ-ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ।


ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ କର ଆଣିଲେ। ଏହି ପ୍ରକାରେ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦେଲେ।


ପୁଣି ଦାଉଦ ରାଜା ହଦଦେଷର-ଅଧିକାରସ୍ଥ ବେଟହ ଓ ବେରୋଥା ନଗରରୁ ବହୁ ପରିମାଣର ପିତ୍ତଳ ଆଣିଲେ।


ତହିଁରେ ଦାଉଦ ରାଜାଙ୍କର ଯେ ଯେ ବର୍ଚ୍ଛା ଓ ଢାଲ ସଦାପ୍ରଭୁଙ୍କ ଗୃହରେ ଥିଲା, ତାହାସବୁ ଯାଜକ ସେହି ଶତପତିମାନଙ୍କୁ ଦେଲା।


Swiv nou:

Piblisite


Piblisite