Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 9:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହିଁରେ ଲୋକମାନେ ସୀବଃ ନାମକ ଶାଉଲଙ୍କ ବଂଶର ଏକ ଦାସକୁ ଦାଉଦଙ୍କ ନିକଟକୁ ଡାକନ୍ତେ, ରାଜା ତାହାକୁ ପଚାରିଲେ, “ତୁମ୍ଭେ କି ସୀବଃ?” ତହୁଁ ସେ କହିଲା, “ଆପଣଙ୍କ ଦାସ ସେହି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତହିଁରେ ଲୋକମାନେ ସୀବଃ ନାମକ ଶାଉଲଙ୍କ ବଂଶର ଏକ ଦାସକୁ ଦାଉଦଙ୍କ ନିକଟକୁ ଡାକନ୍ତେ, ରାଜା ତାହାକୁ ପଚାରିଲେ, ତୁମ୍ଭେ କି ସୀବଃ? ତହୁଁ ସେ କହିଲା, ଆପଣଙ୍କ ଦାସ ସେହି।

Gade chapit la Kopi

ଓଡିଆ ବାଇବେଲ

2 ତହିଁରେ ଲୋକମାନେ ସୀବଃ ନାମକ ଶାଉଲଙ୍କ ବଂଶର ଏକ ଦାସକୁ ଦାଉଦଙ୍କ ନିକଟକୁ ଡାକନ୍ତେ, ରାଜା ତାହାକୁ ପଚାରିଲେ, “ତୁମ୍ଭେ କି ସୀବଃ ?” ତହୁଁ ସେ କହିଲା, “ଆପଣଙ୍କ ଦାସ ସେହି।”

Gade chapit la Kopi

ପବିତ୍ର ବାଇବଲ

2 ସୀବଃ ନାମକ ଏକ ଗ୍ଭକର ଶାଉଲ ପରିବାରର ଥିଲା। ସେ ଦାଉଦଙ୍କ ସମ୍ମୁଖକୁ ଡକା ହୋଇଥିଲା। ଏବଂ ରାଜା ପଗ୍ଭରିଲେ, “ତୁମ୍ଭେ କ’ଣ ସୀବଃ?” ସେ ଉତ୍ତର ଦେଇ କହିଲା, “ହଁ ଆଜ୍ଞା, ମୁଁ ଆପଣଙ୍କର ଦାସ ସୀବଃ।”

Gade chapit la Kopi




2 ଶାମୁୟେଲ 9:2
7 Referans Kwoze  

ପୁଣି ତାହା ସଙ୍ଗେ ବିନ୍ୟାମୀନୀୟ ଏକ ସହସ୍ର ଲୋକ ଥିଲେ, ଆଉ ଶାଉଲଙ୍କ ଗୃହର ଦାସ ସୀବଃ ଓ ତାଙ୍କର ପନ୍ଦର ପୁତ୍ର ଓ କୋଡ଼ିଏ ଦାସ ତାଙ୍କ ସଙ୍ଗରେ ଥିଲେ। ସେମାନେ ରାଜାଙ୍କ ସାକ୍ଷାତରେ ଯର୍ଦ୍ଦନରେ ପଶି ପାର ହୋଇଗଲେ।


ଏହେତୁ ସେ ଯୋଷେଫଙ୍କ ହସ୍ତରେ ଆପଣା ସର୍ବସ୍ୱର ଏରୂପ ଭାର ଦେଲା, ଯେ ଆପଣା ଭୋଜନ ବିନୁ ଆଉ କୌଣସି ବିଷୟର ତତ୍ତ୍ୱ ନେଲା ନାହିଁ। ଯୋଷେଫ ରୂପରେ ଓ ସୌନ୍ଦର୍ଯ୍ୟରେ ମନୋହର ଥିଲେ।


ଏଣୁ ସେ ଆପଣା ଗୃହର ସର୍ବକାର୍ଯ୍ୟାଧ୍ୟକ୍ଷ ବୃଦ୍ଧ ଦାସକୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭେ ମୋʼ ଜଙ୍ଘରେ ହସ୍ତ ଦିଅ;


ସେତେବେଳେ ସେମାନେ ରାଜାଙ୍କର ପରିବାରବର୍ଗଙ୍କୁ ପାର କରିବା ପାଇଁ ଓ ତାଙ୍କ ଦୃଷ୍ଟିରେ ଯାହା ଭଲ ଦିଶେ ତାହା କଲେ। ଏଣୁ ରାଜା ଯର୍ଦ୍ଦନ ପାର ହେବା ସମୟରେ ଗେରାର ପୁତ୍ର ଶିମୀୟି ରାଜାଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ିଲା।


Swiv nou:

Piblisite


Piblisite