Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 9:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତେବେ ରାଜା ଶାଉଲଙ୍କର ଦାସ ସୀବଃକୁ ଡାକି କହିଲେ, “ମୁଁ ତୁମ୍ଭ କର୍ତ୍ତାର ପୁତ୍ରକୁ ଶାଉଲଙ୍କର ଓ ତାଙ୍କ ବଂଶର ସର୍ବସ୍ୱ ଦେଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତେବେ ରାଜା ଶାଉଲଙ୍କର ଦାସ ସୀବଃକୁ ଡାକି କହିଲେ, ମୁଁ ତୁମ୍ଭ କର୍ତ୍ତାର ପୁତ୍ରକୁ ଶାଉଲଙ୍କର ଓ ତାଙ୍କ ବଂଶର ସର୍ବସ୍ଵ ଦେଲି।

Gade chapit la Kopi

ଓଡିଆ ବାଇବେଲ

9 ତେବେ ରାଜା ଶାଉଲଙ୍କର ଦାସ ସୀବଃକୁ ଡାକି କହିଲେ, “ମୁଁ ତୁମ୍ଭ କର୍ତ୍ତାର ପୁତ୍ରକୁ ଶାଉଲଙ୍କର ଓ ତାଙ୍କ ବଂଶର ସର୍ବସ୍ୱ ଦେଲି।

Gade chapit la Kopi

ପବିତ୍ର ବାଇବଲ

9 ତା'ପରେ ରାଜା ଦାଉଦ ଶାଉଲଙ୍କର ଗ୍ଭକର ସୀବଃକୁ ପାଖକୁ ଡାକିଲେ ଏବଂ କହିଲେ, “ମୁଁ ତୁମ୍ଭର ମୁନିବର ନାତିକୁ ଶାଉଲଙ୍କର ଓ ତାହାଙ୍କ ପରିବାରକୁ ସମସ୍ତ ସମ୍ପତ୍ତି ଦେଲି।

Gade chapit la Kopi




2 ଶାମୁୟେଲ 9:9
6 Referans Kwoze  

ତହିଁରେ ରାଜା ତାହାକୁ କହିଲେ, “ତୁମ୍ଭେ ଆପଣା ବିଷୟ ଆଉ କାହିଁକି କହୁଅଛ? ମୁଁ କହୁଅଛି, ତୁମ୍ଭେ ଓ ସୀବଃ ସେହି ଭୂମି ବାଣ୍ଟି ନିଅ।”


ଏଥିରେ ରାଜା ସୀବଃକୁ କହିଲେ, “ଦେଖ, ମଫୀବୋଶତ୍‍ର ସର୍ବସ୍ୱ ତୁମ୍ଭର ହେଲା।” ତହୁଁ ସୀବଃ କହିଲା, “ମୁଁ ପ୍ରଣାମ କରୁଅଛି, ହେ ମୋହର ପ୍ରଭୋ, ମହାରାଜ, ମୁଁ ଆପଣଙ୍କ ଦୃଷ୍ଟିରେ ଯେପରି ଅନୁଗ୍ରହ ପାଏ।”


ମାତ୍ର ମହାତ୍ମା ମାହାତ୍ମ୍ୟର ମନ୍ତ୍ରଣା କରେ ଓ ସେ ମାହାତ୍ମ୍ୟର ଚେଷ୍ଟାରେ ସ୍ଥିର ରହିବ।


ସେହି ସମୟରେ ବିନ୍ୟାମୀନ୍ ବଂଶୀୟ ଅଫୀହର ବୃଦ୍ଧ ପ୍ରପୌତ୍ର, ବଖୋରତର ପ୍ରପୌତ୍ର, ସରୋରର ପୌତ୍ର, ଅବୀୟେଲର ପୁତ୍ର କୀଶ୍‍ ନାମକ ଜଣେ ମହାବିକ୍ରମଶାଳୀ ବିନ୍ୟାମୀନୀୟ ଲୋକ ଥିଲା।


ତେବେ ରାଜା କହିଲେ, “ତୁମ୍ଭ ପ୍ରଭୁର ପୁତ୍ର କାହିଁ?” ତହିଁରେ ସୀବଃ ରାଜାଙ୍କୁ କହିଲା, “ଦେଖନ୍ତୁ, ସେ ଯିରୂଶାଲମରେ ଅଛନ୍ତି, କାରଣ ସେ କହିଲେ, ‘ଇସ୍ରାଏଲ ବଂଶ ଆଜି ଆମ୍ଭ ପୈତୃକ ରାଜ୍ୟ ଆମ୍ଭକୁ ଫେରାଇ ଦେବେ।’”


ତହୁଁ ମଫୀବୋଶତ୍‍ ରାଜାଙ୍କୁ କହିଲା, “ହେଉ, ମୋହର ପ୍ରଭୁ ମହାରାଜ ତ କୁଶଳରେ ଆପଣା ଗୃହକୁ ଆସିଲେଣି, ତେବେ ସେ ସବୁ ନେଉ।”


Swiv nou:

Piblisite


Piblisite