୨ ଥେସଲନୀକୀୟ 1:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ପ୍ରଭୁ ଯୀଶୁ ଯେତେବେଳେ ଆପଣା ଶକ୍ତିମାନ ଦୂତମାନଙ୍କ ସହିତ ଜଳୁଥିବା ଅଗ୍ନି ସହ ସ୍ୱର୍ଗରୁ ପ୍ରକାଶିତ ହେବେ, Gade chapit laପବିତ୍ର ବାଇବଲ (Re-edited) - (BSI)6 କାରଣ ପ୍ରଭୁ ଯୀଶୁ ଯେତେବେଳେ ଆପଣା ଶକ୍ତିମାନ ଦୂତମାନଙ୍କ ସହିତ ପ୍ରଜ୍ଜ୍ଵଳିତ ଅଗ୍ନି ସହ ସ୍ଵର୍ଗରୁ ପ୍ରକାଶିତ ହେବେ, Gade chapit laଓଡିଆ ବାଇବେଲ6 କାରଣ ପ୍ରଭୁ ଯୀଶୁ ଯେତେବେଳେ ଆପଣା ଶକ୍ତିମାନ ଦୂତମାନଙ୍କ ସହିତ ଜଳୁଥିବା ଅଗ୍ନି ସହ ସ୍ୱର୍ଗରୁ ପ୍ରକାଶିତ ହେବେ, Gade chapit laପବିତ୍ର ବାଇବଲ (CL) NT (BSI)6 ଯାହା ନ୍ୟାୟସଙ୍ଗତ, ଈଶ୍ୱର ତାହା ସାଧନ କରିବେ। ଯେଉଁମାନେ ଏବେ ତୁମକୁ ନିର୍ଯ୍ୟାତନା କରୁଛନ୍ତି, ସେମାନେ ନିର୍ଯ୍ୟାତିତ ହେବେ। Gade chapit laପବିତ୍ର ବାଇବଲ6 ଯାହା ଠିକ୍ ପରମେଶ୍ୱର ତାହା କରିବେ। ଯେଉଁ ଲୋକମାନେ ତୁମ୍ଭମାନଙ୍କୁ କଷ୍ଟ ଦିଅନ୍ତି, ପରମେଶ୍ୱର ସେମାନଙ୍କୁ କଷ୍ଟ ଦେବେ। Gade chapit la |
ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ ବାବିଲ ବିରୁଦ୍ଧରେ ଏକତ୍ର ଡାକ; ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର; ତହିଁରୁ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ; ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ; ସେ ଯେପରି କରିଅଛି, ତାହା ପ୍ରତି ସେପରି କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।