୨ ଥେସଲନୀକୀୟ 2:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେ ନିଜେ ତୁମ୍ଭମାନଙ୍କ ହୃଦୟକୁ ସାନ୍ତ୍ୱନା ଦେଇ ତୁମ୍ଭମାନଙ୍କୁ ସମସ୍ତ ଉତ୍ତମ କର୍ମ ଓ ବାକ୍ୟରେ ସୁସ୍ଥିର କରନ୍ତୁ। Gade chapit laପବିତ୍ର ବାଇବଲ (Re-edited) - (BSI)17 ସେ ନିଜେ ତୁମ୍ଭମାନଙ୍କ ହୃଦୟକୁ ସାନ୍ତ୍ଵନା ଦେଇ ତୁମ୍ଭମାନଙ୍କୁ ସମସ୍ତ ଉତ୍ତମ କର୍ମ ଓ ବାକ୍ୟରେ ସୁସ୍ଥିର କରନ୍ତୁ। Gade chapit laଓଡିଆ ବାଇବେଲ17 ସେ ନିଜେ ତୁମ୍ଭମାନଙ୍କ ହୃଦୟକୁ ସାନ୍ତ୍ୱନା ଦେଇ ତୁମ୍ଭମାନଙ୍କୁ ସମସ୍ତ ଉତ୍ତମ କର୍ମ ଓ ବାକ୍ୟରେ ସୁସ୍ଥିର କରନ୍ତୁ । Gade chapit laପବିତ୍ର ବାଇବଲ (CL) NT (BSI)17 ସେ ତୁମ୍ଭମାନଙ୍କୁ ସବୁବେଳେ ସତ୍ କାର୍ଯ୍ୟ କରିବାକୁ ଓ ସତ୍ ବାକ୍ୟ କହିବାକୁ ପ୍ରେରଣା ଓ ଶକ୍ତି ପ୍ରଦାନ କରନ୍ତୁ। Gade chapit la |