Biblia Todo Logo
Bib sou entènèt

- Piblisite -




୨ ତୀମଥି 1:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେହି ସୁସମାଚାରର ମୁଁ ଜଣେ ପ୍ରଚାରକ, ପ୍ରେରିତ ଓ ଶିକ୍ଷକ ସ୍ୱରୂପେ ନିଯୁକ୍ତ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସେହି ସୁସମାଚାରର ମୁଁ ଜଣେ ପ୍ରଚାରକ, ପ୍ରେରିତ ଓ ଶିକ୍ଷକ ସ୍ଵରୂପେ ନିଯୁକ୍ତ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

11 ସେହି ସୁସମାଚାରର ମୁଁ ଜଣେ ପ୍ରଚାରକ, ପ୍ରେରିତ ଓ ଶିକ୍ଷକ ସ୍ୱରୂପେ ନିଯୁକ୍ତ ହୋଇଅଛି

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ଏହି ଶୁଭ ବାର୍ତ୍ତା ଘୋଷଣା କରି ବୁଝାଇବାକୁ ଈଶ୍ୱର ମୋତେ ଜଣେ ପ୍ରେରିତ ଶିଷ୍ୟ ଓ ଶିକ୍ଷକ ରୂପେ ନିଯୁକ୍ତ କରିଛନ୍ତି।

Gade chapit la Kopi

ପବିତ୍ର ବାଇବଲ

11 ସେହି ସୁସମାଗ୍ଭର କହିବା ପାଇଁ ମୁଁ ମନୋନୀତ ହେଲି। ମୁଁ ସୁସମାଗ୍ଭର ପାଇଁ ପ୍ରଗ୍ଭରକ, ପ୍ରେରିତ ଓ ଶିକ୍ଷକ ଭାବେ ମନୋନୀତ ହେଲି।

Gade chapit la Kopi




୨ ତୀମଥି 1:11
5 Referans Kwoze  

ସେଥିପାଇଁ ମୁଁ ଜଣେ ପ୍ରଚାରକ, ପ୍ରେରିତ ପୁଣି, ବିଶ୍ୱାସ ଓ ସତ୍ୟ ବିଷୟରେ ଅଣଯିହୁଦୀମାନଙ୍କର ଜଣେ ଶିକ୍ଷକ ଭାବେ ନିଯୁକ୍ତ ହେଲି, ମୁଁ ସତ କହୁଅଛି, ମିଛ କହୁ ନାହିଁ।


କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ଯାଅ; କାରଣ ସେ ଅଣଯିହୁଦୀ, ରାଜା ଓ ଇସ୍ରାଏଲର ସନ୍ତାନମାନଙ୍କ ସମ୍ମୁଖରେ ଆମ୍ଭର ନାମ ବହନ କରିବା ନିମନ୍ତେ ଆମ୍ଭର ଜଣେ ମନୋନୀତ ପାତ୍ର ଅଟେ;


ସେମାନେ ମୋଶାଙ୍କ ବ୍ୟବସ୍ଥାର ଶିକ୍ଷକ ହେବାକୁ ଇଚ୍ଛା କରନ୍ତି, ମାତ୍ର ଯାହା କହନ୍ତି, କି କେଉଁ ବିଷୟରେ ଦୃଢ଼ ଶିକ୍ଷା ଦିଅନ୍ତି, ତାହା ନିଜେ ବୁଝନ୍ତି ନାହିଁ।


ମୁଁ କଅଣ ସ୍ୱାଧୀନ ନୁହେଁ? ମୁଁ କଅଣ ଜଣେ ପ୍ରେରିତ ନୁହେଁ? ମୁଁ କଅଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ ଦର୍ଶନ କରି ନାହିଁ? ତୁମ୍ଭେମାନେ କଅଣ ପ୍ରଭୁଙ୍କଠାରେ ମୋହର କୃତ କର୍ମ ନୁହଁ?


Swiv nou:

Piblisite


Piblisite