୨ ତୀମଥି 2:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏହି ସମସ୍ତ କଥା ସ୍ମରଣ କରାଇ ଶ୍ରୋତାମାନଙ୍କର ଅହିତକର ଓ ବିନାଶଜନକ ବାଦାନୁବାଦ ନ କରିବାକୁ ସେମାନଙ୍କୁ ପ୍ରଭୁଙ୍କ ସାକ୍ଷାତରେ ଦୃଢ଼ରୂପେ ଆଦେଶ ଦିଅ। Gade chapit laପବିତ୍ର ବାଇବଲ (Re-edited) - (BSI)14 ଏହି ସମସ୍ତ କଥା ସ୍ମରଣ କରାଇ ଶ୍ରୋତାମାନଙ୍କର ଅହିତକର ଓ ବିନାଶଜନକ ବାଗ୍ଯୁଦ୍ଧ ନ କରିବାକୁ ସେମାନଙ୍କୁ ପ୍ରଭୁଙ୍କ ସାକ୍ଷାତରେ ଦୃଢ଼ ରୂପେ ଆଜ୍ଞା ଦିଅ। Gade chapit laଓଡିଆ ବାଇବେଲ14 ଏହି ସମସ୍ତ କଥା ସ୍ମରଣ କରାଇ ଶ୍ରୋତାମାନଙ୍କର ଅହିତକର ଓ ବିନାଶଜନକ ବାଦାନୁବାଦ ନ କରିବାକୁ ସେମାନଙ୍କୁ ପ୍ରଭୁଙ୍କ ସାକ୍ଷାତରେ ଦୃଢ଼ରୂପେ ଆଦେଶ ଦିଅ । Gade chapit laପବିତ୍ର ବାଇବଲ (CL) NT (BSI)14 ତୁମ ମଣ୍ଡଳୀର ଲୋକମାନଙ୍କୁ ଏହି ସବୁ ବିଷୟ ସ୍ମରଣ କରାଇ ଦିଅ ଏବଂ ଶାସ୍ତ୍ରର ଶବ୍ଦାର୍ଥ ବିଷୟରେ ବୃଥା ବାଗ୍ୟୁଦ୍ଧ ନ କରିବାକୁ ସେମାନଙ୍କୁ ସତର୍କ କରିଦିଅ। ଏଭଳି ବାଗ୍ୟୁଦ୍ଧ କାହାରି କିଛି ମଙ୍ଗଳ କରେ ନାହିଁ - ବରଂ ଯେଉଁମାନେ ସେଥିରେ କର୍ଣ୍ଣପାତ କରନ୍ତି, ସେମାନଙ୍କର ସର୍ବନାଶ ହୁଏ। Gade chapit laପବିତ୍ର ବାଇବଲ14 ଉକ୍ତ କଥାଗୁଡ଼ିକୁ ଲୋକମାନଙ୍କୁ ସର୍ବଦା କୁହ। ପରମେଶ୍ୱରଙ୍କ ଆଗରେ ସତର୍କ କରିଦିଅ ଯେ, ସେମାନେ ଅଯଥା ବାଦାନୁବାଦ କରନ୍ତୁ ନାହିଁ। ଯୁକ୍ତିତର୍କ କରିବା ଦ୍ୱାରା କାହାରିକୁ ଲାଭ ହୁଏ ନାହିଁ। ଯେଉଁମାନେ ଏହା ଶୁଣନ୍ତି, ସେମାନଙ୍କୁ ତାହା ନଷ୍ଟ କରିଦିଏ। Gade chapit la |
ସଦାପ୍ରଭୁ କହନ୍ତି, ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।