୨ ତୀମଥି 4:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପ୍ରଭୁ ମୋତେ ସମସ୍ତ ମନ୍ଦ କର୍ମରୁ ଉଦ୍ଧାର କରିବେ ଏବଂ ମୋତେ ରକ୍ଷା କରି ଆପଣା ସ୍ୱର୍ଗୀୟ ରାଜ୍ୟରେ ପ୍ରବେଶ କରାଇବେ; ଯୁଗେ ଯୁଗେ ତାହାଙ୍କର ମହିମା ହେଉ, ଆମେନ୍। Gade chapit laପବିତ୍ର ବାଇବଲ (Re-edited) - (BSI)18 ପ୍ରଭୁ ମୋତେ ସମସ୍ତ ମନ୍ଦ କର୍ମରୁ ଉଦ୍ଧାର କରିବେ ଏବଂ ମୋତେ ରକ୍ଷା କରି ଆପଣା ସ୍ଵର୍ଗୀୟ ରାଜ୍ୟରେ ପ୍ରବେଶ କରାଇବେ; ଯୁଗେ ଯୁଗେ ତାହାଙ୍କର ମହିମା ହେଉ, ଆମେନ୍। Gade chapit laଓଡିଆ ବାଇବେଲ18 ପ୍ରଭୁ ମୋତେ ସମସ୍ତ ମନ୍ଦ କର୍ମରୁ ଉଦ୍ଧାର କରିବେ ଏବଂ ମୋତେ ରକ୍ଷା କରି ଆପଣା ସ୍ୱର୍ଗୀୟ ରାଜ୍ୟରେ ପ୍ରବେଶ କରାଇବେ; ଯୁଗେ ଯୁଗେ ତାହାଙ୍କର ମହିମା ହେଉ, ଆମେନ୍ । Gade chapit laପବିତ୍ର ବାଇବଲ (CL) NT (BSI)18 ମୋର ବିଶ୍ୱାସ, ପ୍ରଭୁ ମୋତେ ସମସ୍ତ ବିପଦରୁ ରକ୍ଷା କରି ଶେଷରେ ତାଙ୍କ ସ୍ୱର୍ଗରାଜ୍ୟକୁ ନିରାପଦରେ ନେଇଯିବେ। ସେ ଯୁଗେ ଯୁଗେ ଗୌରବାନ୍ୱିତ ହୁଅନ୍ତୁ। ଆମେନ୍। Gade chapit laପବିତ୍ର ବାଇବଲ18 ଯେତେବେଳେ କୌଣସି ଲୋକ ମୋର କ୍ଷତି କରିବା ପାଇଁ ଚେଷ୍ଟା କରିବ, ପ୍ରଭୁ ମୋତେ ରକ୍ଷା କରିବେ। ସେ ମୋତେ ନିରାପଦରେ ତାହାଙ୍କର ସ୍ୱର୍ଗରାଜ୍ୟକୁ ନେଇଯିବେ। ପ୍ରଭୁଙ୍କର ମହିମା ସଦାସର୍ବଦା ପାଇଁ ରହିଥାଉ। Gade chapit la |
ଏଉତ୍ତାରେ ନାବଲ ମରିଅଛି, ଏହା ଦାଉଦ ଶୁଣି କହିଲେ, “ନାବଲ ହସ୍ତରୁ ମୋହର ଅପମାନଜନକ ବିବାଦର ପ୍ରତିବାଦ କଲେ ଓ ଆପଣା ଦାସକୁ ମନ୍ଦ କର୍ମରୁ ନିବୃତ୍ତ କଲେ ଯେ ସଦାପ୍ରଭୁ, ସେ ଧନ୍ୟ ହେଉନ୍ତୁ; ଆଉ ସଦାପ୍ରଭୁ ନାବଲର ମନ୍ଦ କର୍ମର ପ୍ରତିଫଳ ତାହା ମସ୍ତକରେ ବର୍ତ୍ତାଇଅଛନ୍ତି।” ଏଉତ୍ତାରେ ଦାଉଦ ଅବୀଗଲକୁ ବିବାହ କରିବା ବିଷୟ କଥାବାର୍ତ୍ତା କରିବା ପାଇଁ ତାହା ନିକଟକୁ ଲୋକ ପଠାଇଲେ।