୨ ତୀମଥି 4:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ଏବେ ହେଁ ମୋହର ପ୍ରାଣ ଆହୂତି ପରି ଢଳା ଯାଉଅଛି, ମୋହର ମହାପ୍ରୟାଣର ସମୟ ଉପସ୍ଥିତ। Gade chapit laପବିତ୍ର ବାଇବଲ (Re-edited) - (BSI)6 କାରଣ ଏବେ ହେଁ ମୋʼର ପ୍ରାଣ ଆହୁତି ପରି ଢଳାଯାଉଅଛି, ମୋହର ମହାପ୍ରୟାଣର ସମୟ ଉପସ୍ଥିତ। Gade chapit laଓଡିଆ ବାଇବେଲ6 କାରଣ ଏବେ ହେଁ ମୋହର ପ୍ରାଣ ଆହୂତି ପରି ଢଳା ଯାଉଅଛି, ମୋହର ମହାପ୍ରୟାଣର ସମୟ ଉପସ୍ଥିତ । Gade chapit laପବିତ୍ର ବାଇବଲ (CL) NT (BSI)6 ମୋର ଜୀବନକୁ ବଳି ଦେଇ ଏଇ ମରଧାମ ତ୍ୟାଗ କରିବାର ବେଳ ଆସିଲାଣି। Gade chapit laପବିତ୍ର ବାଇବଲ6 ମୋ’ ଜୀବନ ମୁଁ ପରମେଶ୍ୱରଙ୍କୁ ଉତ୍ସର୍ଗ କରିଦେଇଛି। ମୋ’ ପାଇଁ ଏ ସଂସାର ଛାଡ଼ିବାର ସମୟ ଆସିଯାଇଛି। ମୁଁ ଉତ୍ତମ ଯୁଦ୍ଧ ଲଢ଼ିଛି। Gade chapit la |