Biblia Todo Logo
Bib sou entènèt

- Piblisite -




୩ ଯୋହନ 1:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପ୍ରାଚୀନ ଯେ ମୁଁ, ପ୍ରିୟତମ ଗାୟଙ୍କ ନିକଟକୁ ପତ୍ର ଲେଖୁଅଛି; ତାହାଙ୍କୁ ମୁଁ ସତ୍ୟ ରୂପେ ପ୍ରେମ କରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ପ୍ରାଚୀନ ଯେ ମୁଁ, ମୁଁ ପ୍ରିୟତମ ଗାୟଙ୍କ ନିକଟକୁ ପତ୍ର ଲେଖୁଅଛି; ତାହାଙ୍କୁ ମୁଁ ସତ୍ୟ ରୂପେ ପ୍ରେମ କରେ।

Gade chapit la Kopi

ଓଡିଆ ବାଇବେଲ

1 ପ୍ରାଚୀନ ଯେ ମୁଁ, ପ୍ରିୟତମ ଗାୟଙ୍କ ନିକଟକୁ ପତ୍ର ଲେଖୁଅଛି; ତାହାଙ୍କୁ ମୁଁ ସତ୍ୟ ରୂପେ ପ୍ରେମ କରେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ସ୍ନେହର ଗାୟସ୍ଙ୍କ ନିକଟକୁ ଜଣେ ବୟୋଜ୍ୟେଷ୍ଠ ପତ୍ର। ମୋର ଆନ୍ତିରିକ ଶ୍ରଦ୍ଧା ଗ୍ରହଣ କର।

Gade chapit la Kopi

ପବିତ୍ର ବାଇବଲ

1 ପ୍ରାଚୀନ ଯେ ମୁଁ, ମୁଁ ମୋର ପ୍ରିୟ ବନ୍ଧୁ ଗାୟଙ୍କ ନିକଟକୁ ଲେଖୁଛି। ମୁଁ ତାହାଙ୍କୁ ସତ୍ୟରେ ରହି ପ୍ରେମ କରେ।

Gade chapit la Kopi




୩ ଯୋହନ 1:1
9 Referans Kwoze  

ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ୱାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ।


କାଳେ ତୁମ୍ଭେମାନେ ମୋହର ନାମରେ ବାପ୍ତିଜିତ ହୋଇଅଛ ବୋଲି କେହି କହିବ,


ମୋହର ଓ ସମସ୍ତ ମଣ୍ଡଳୀର ଆତିଥ୍ୟକାରୀ ଗାୟ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ଏହି ନଗରର କୋଷାଧ୍ୟକ୍ଷ ଏରାଷ୍ଟ ଓ ଭାଇ କ୍ୱାର୍ତ୍ତ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।


ଏଥିରେ ନଗରଟି ଗଣ୍ଡଗୋଳରେ ପରିପୂର୍ଣ୍ଣ ହେଲା, ଆଉ ସେମାନେ ଏକଯୋଗରେ ପାଉଲଙ୍କ ସହଯାତ୍ରୀ ମାକିଦନିଆର ଗାୟ ଓ ଆରିସ୍ତାର୍ଖଙ୍କୁ ଧରି ବଡ଼ ବେଗରେ ରଙ୍ଗଭୂମିକୁ ଦୌଡ଼ିଗଲେ।


ଆଉ, ବେରିୟା ନଗରନିବାସୀ ପୁରଙ୍କ ପୁଅ ସୋପାତ୍ର, ଥେସଲନୀକୀ ସହରରେ ବିଶ୍ୱାସୀମାନଙ୍କ ମଧ୍ୟରୁ ଆରିସ୍ତାର୍ଖ ଓ ସେକୁନ୍ଦ, ଦର୍ବୀର ଗାୟ, ତୀମଥି, ଆଉ ଏସିଆ ପ୍ରଦେଶର ଲୋକମାନଙ୍କ ମଧ୍ୟରୁ ତୁଖିକ ଓ ତ୍ରଫିମ ତାହାଙ୍କ ସଙ୍ଗରେ ଯାତ୍ରା କଲେ।


ଆଉ ସେମାନେ ମଧ୍ୟ ତାହା କରି ବର୍ଣ୍ଣବ୍ବା ଓ ଶାଉଲଙ୍କ ହସ୍ତରେ ପ୍ରାଚୀନମାନଙ୍କ ନିକଟକୁ ପଠାଇଦେଲେ।


ଅତଏବ, ଜଣେ ସହ-ପ୍ରାଚୀନ ପୁଣି, ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ମୁଁ ଯେ ଆଗାମୀ ଗୌରବର ଅଂଶାଧିକାରୀ, ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି,


ପ୍ରିୟ ବନ୍ଧୁ, ତୁମ୍ଭ ଜୀବନର ଯେପରି ମଙ୍ଗଳ ହେଉଅଛି, ସେହିପରି ସର୍ବ ବିଷୟରେ ତୁମ୍ଭର ମଙ୍ଗଳ ହେଉ ଏବଂ ତୁମ୍ଭେ ସ୍ୱାସ୍ଥ୍ୟ ଭୋଗ କରୁଥାଅ, ଏହା ମୋହର ପ୍ରାର୍ଥନା।


Swiv nou:

Piblisite


Piblisite