Biblia Todo Logo
Bib sou entènèt

- Piblisite -




୩ ଯୋହନ 1:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ମୋହର ଆଶା ଯେ, ଶୀଘ୍ର ତୁମ୍ଭ ସହିତ ଦେଖା ହେବ, ଆଉ ଆମ୍ଭେମାନେ ମୁଖାମୁଖି ହୋଇ କଥାବାର୍ତ୍ତା କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ମୋହର ଆଶା ଯେ, ଶୀଘ୍ର ତୁମ୍ଭ ସହିତ ଦେଖା ହେବ, ଆଉ ଆମ୍ଭେମାନେ ମୁଖାମୁଖି ହୋଇ କଥାବାର୍ତ୍ତା କରିବା।

Gade chapit la Kopi

ଓଡିଆ ବାଇବେଲ

14 ମୋହର ଆଶା ଯେ, ଶୀଘ୍ର ତୁମ୍ଭ ସହିତ ଦେଖା ହେବ, ଆଉ ଆମ୍ଭେମାନେ ମୁଖାମୁଖି ହୋଇ କଥାବାର୍ତ୍ତା କରିବା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ତୁମ ସହିତ ସାକ୍ଷାତ ହେବ ବୋଲି ମୋର ଆଶା।- ସେତେବେଳେ ବ୍ୟକ୍ତିଜତ ଭାବରେ କଥାବାର୍ତ୍ତା ହେବା।

Gade chapit la Kopi

ପବିତ୍ର ବାଇବଲ

14 ମୋର ତୁମ୍ଭ ସହିତ ଶୀଘ୍ର ଦେଖା ହେବ ବୋଲି ଆଶା କରୁଛି। ସେତେବେଳେ ଆମ୍ଭେ ଏକାଠି ହୋଇ କଥା ହେବା।

Gade chapit la Kopi




୩ ଯୋହନ 1:14
10 Referans Kwoze  

ପ୍ରେମ ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର। ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭମାନଙ୍କ ପ୍ରତି ଶାନ୍ତି ହେଉ।


ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଭାଇମାନଙ୍କ ପ୍ରତି ଶାନ୍ତି ଓ ବିଶ୍ୱାସ ସହିତ ପ୍ରେମ ବର୍ତ୍ତୁ।


ମୋହର ଭାବ ଏହି, ଆତ୍ମାଙ୍କ ଦ୍ୱାରା ଆଚରଣ କର, ତାହାହେଲେ ତୁମ୍ଭେମାନେ ଶରୀରର ଅଭିଳାଷ ପୂର୍ଣ୍ଣ କରିବ ନାହିଁ।


ସମୁଦାୟ ପୃଥିବୀନିବାସୀ ଯାବତୀୟ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକମାନଙ୍କ ପ୍ରତି ନବୂଖଦ୍‍ନିତ୍ସର ରାଜାର (ବିଜ୍ଞାପନ); “ତୁମ୍ଭମାନଙ୍କର ବାହୁଲ୍ୟ ରୂପେ ଶାନ୍ତି ହେଉ।


ତହିଁରେ ସେ ଗୃହାଧ୍ୟକ୍ଷ କହିଲା, “ତୁମ୍ଭମାନଙ୍କର ମଙ୍ଗଳ ହେଉ, ଭୟ କର ନାହିଁ; ତୁମ୍ଭମାନଙ୍କ ପରମେଶ୍ୱର ଓ ତୁମ୍ଭମାନଙ୍କ ପୈତୃକ ପରମେଶ୍ୱର ତୁମ୍ଭମାନଙ୍କ ପଟରେ ତୁମ୍ଭମାନଙ୍କୁ ଗୁପ୍ତ ଧନ ଦେଇଅଛନ୍ତି; ତୁମ୍ଭମାନଙ୍କ ଟଙ୍କା ମୋʼ ପାଖରେ ଥିଲା।” ତହୁଁ ସେ ଶିମୀୟୋନକୁ ବାହାର କରି ସେମାନଙ୍କ ନିକଟକୁ ଆଣିଲା।


ଦ୍ୱାରୀ ତାହା ନିମନ୍ତେ ଦ୍ୱାର ଫିଟାଇଦିଏ, ପୁଣି, ମେଷଗୁଡ଼ିକ ତାହାର ସ୍ୱର ଶୁଣନ୍ତି, ଆଉ ସେ ନିଜର ମେଷସବୁକୁ ନାମ ଧରି ଡାକି ବାହାର କରି ଘେନିଯାଏ।


ସେହି ଦିନ, ଅର୍ଥାତ୍‍, ସପ୍ତାହର ପ୍ରଥମ ଦିନ ସନ୍ଧ୍ୟା ସମୟରେ ଯେତେବେଳେ ଶିଷ୍ୟମାନେ ଯେଉଁ ଗୃହରେ ଥିଲେ, ସେଥିର ଦ୍ୱାରଗୁଡ଼ିକ ଯିହୁଦୀମାନଙ୍କ ଭୟରେ ରୁଦ୍ଧ ଥିଲା, ସେତେବେଳେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ।”


ଯୀଶୁ ସେମାନଙ୍କୁ ପୁନର୍ବାର କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ; ପିତା ଯେପ୍ରକାରେ ମୋତେ ପ୍ରେରଣ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାରେ ତୁମ୍ଭମାନଙ୍କୁ ପ୍ରେରଣ କରୁଅଛି।”


ତୁମ୍ଭମାନଙ୍କ ନିକଟକୁ ଅନେକ ବିଷୟ ଲେଖିବାକୁ ଅଛି, କିନ୍ତୁ କାଗଜ ଓ କାଳିରେ ତାହା ଲେଖିବାକୁ ଇଚ୍ଛା କରୁ ନାହିଁ; ମୋହର ଆଶା ଯେ; ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ମୁଖାମୁଖି କଥାବାର୍ତ୍ତା କରିବି, ଯେପରି ଆମ୍ଭମାନଙ୍କ ଆନନ୍ଦ ସମ୍ପୂର୍ଣ୍ଣ ହେବ।


Swiv nou:

Piblisite


Piblisite