Biblia Todo Logo
Bib sou entènèt

- Piblisite -




୩ ଯୋହନ 1:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମୁଁ ମଣ୍ଡଳୀ ନିକଟକୁ କିଛି ଲେଖିଲି; ମାତ୍ର ଦୀୟତ୍ରଫା ମଣ୍ଡଳୀ ମଧ୍ୟରେ ପ୍ରଧାନ ହେବାକୁ ଭଲ ପାଇ ଆମ୍ଭମାନଙ୍କୁ ଅଗ୍ରାହ୍ୟ କରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ମୁଁ ମଣ୍ତଳୀ ନିକଟକୁ କିଛି ଲେଖିଲି; ମାତ୍ର ଦୀୟତ୍ରଫା ମଣ୍ତଳୀ ମଧ୍ୟରେ ପ୍ରଧାନ ହେବାକୁ ଭଲ ପାଇ ଆମ୍ଭମାନଙ୍କୁ ଅଗ୍ରାହ୍ୟ କରେ।

Gade chapit la Kopi

ଓଡିଆ ବାଇବେଲ

9 ମୁଁ ମଣ୍ଡଳୀ ନିକଟକୁ କିଛି ଲେଖିଲି; ମାତ୍ର ଦୀୟତ୍ରଫା ମଣ୍ଡଳୀ ମଧ୍ୟରେ ପ୍ରଧାନ ହେବାକୁ ଭଲ ପାଇ ଆମ୍ଭମାନଙ୍କୁ ଅଗ୍ରାହ୍ୟ କରେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ମୁଁ ତୁମ ମଣ୍ଡଳୀକି ଗୋଟିଏ ଛୋଟ ପତ୍ର ଲେଖିଥିଲି, କିନ୍ତୁ ମଣ୍ଡଳୀର ନେତା ହେବାକୁ ଇଚ୍ଛା କରୁଥିବା ଡାୟୋଟ୍ରେଫିସ୍ ମୋର କଥାକୁ ଭ୍ରୂକ୍ଷେପ କରି ନାହାଁନ୍ତି।

Gade chapit la Kopi

ପବିତ୍ର ବାଇବଲ

9 ମୁଁ ମଣ୍ଡଳୀକୁ ଗୋଟିଏ ପତ୍ର ଲେଖିଥିଲି। କିନ୍ତୁ ଦିୟତ୍ରଫା ଆମ୍ଭ କଥା ଶୁଣିବା ପାଇଁ ରାଜି ନୁହେଁ। ସେ ସର୍ବଦା ସେଠାରେ ନେତା ହୋଇ ରହିବା ପାଇଁ ଗ୍ଭହେଁ।

Gade chapit la Kopi




୩ ଯୋହନ 1:9
15 Referans Kwoze  

“ଯେ କେହି ମୋ ନାମରେ ଏହି ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ କେହି ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ; କାରଣ ତୁମ୍ଭ ସମସ୍ତଙ୍କ ମଧ୍ୟରେ ଯେ କ୍ଷୁଦ୍ର, ସେ ଶ୍ରେଷ୍ଠ।”


କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ, କାରଣ କିଏ ଶ୍ରେଷ୍ଠ, ଏ ବିଷୟ ଘେନି ସେମାନେ ବାଟରେ ପରସ୍ପର ବାଦାନୁବାଦ କରିଥିଲେ।


ଅତଏବ, ଆମ୍ଭେମାନେ ଯେପରି ସତ୍ୟ ସକାଶେ ସେମାନଙ୍କର ସହକର୍ମୀ ହୋଇପାରୁ, ଏଥିନିମନ୍ତେ ସେମାନଙ୍କର ଉପକାର କରିବା ଆମ୍ଭମାନଙ୍କର କର୍ତ୍ତବ୍ୟ।


ଭ୍ରାତୃପ୍ରେମରେ ପରସ୍ପର ପ୍ରତି ପ୍ରେମଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର;


ଯେ କେହି ମୋʼ ନାମରେ ଏପରି ସାନ ପିଲାମାନଙ୍କ ମଧ୍ୟରୁ ଜଣକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ; ଆଉ, ଯେ କେହି ମୋତେ ଗ୍ରହଣ କରେ, ସେ କେବଳ ମୋତେ ଗ୍ରହଣ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।


କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ଆଘାତ କରେ, ତାହା ନିମନ୍ତେ ଫିଟାଇ ଦିଆଯିବ।


ଆଉ, ସେ ମଣ୍ଡଳୀରୂପ ଶରୀରର ମସ୍ତକ ସ୍ୱରୂପ, ସେ ଆଦି, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ, ଯେପରି ସମସ୍ତ ବିଷୟରେ ସେ ଅଗ୍ରଗଣ୍ୟ ହୁଅନ୍ତି।


ଯେକେହି ଖ୍ରୀଷ୍ଟଙ୍କ ଶିକ୍ଷାର ସୀମା ମଧ୍ୟରେ ନ ରହି ତାହା ଅତିକ୍ରମ କରେ, ସେ ଈଶ୍ବରଙ୍କୁ ପାଇ ନାହିଁ; ଯେ ଶିକ୍ଷାର ସୀମା ମଧ୍ୟରେ ରହେ, ସେ ପିତା ଓ ପୁତ୍ର ଉଭୟଙ୍କୁ ପାଇଅଛି।


Swiv nou:

Piblisite


Piblisite