Biblia Todo Logo
Bib sou entènèt

- Piblisite -




ପ୍ରେରିତ 1:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେ ଯାଉ ଯାଉ ସେମାନେ ଆକାଶ ଆଡ଼କୁ ଏକଦୃଷ୍ଟିରେ ଚାହିଁଅଛନ୍ତି; ଏପରି ସମୟରେ, ଦେଖ, ଶୁକ୍ଳ ବସ୍ତ୍ର ପରିହିତ ଦୁଇ ଜଣ ପୁରୁଷ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେ ଯାଉ ଯାଉ ସେମାନେ ଆକାଶ ଆଡ଼କୁ ଏକ ଦୃଷ୍ଟିରେ ଚାହିଁଅଛନ୍ତି; ଏପରି ସମୟରେ, ଦେଖ, ଶୁକ୍ଳବସ୍ତ୍ର ପରିହିତ ଦୁଇ ଜଣ ପୁରୁଷ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ,

Gade chapit la Kopi

ଓଡିଆ ବାଇବେଲ

10 ସେ ଯାଉ ଯାଉ ସେମାନେ ଆକାଶ ଆଡ଼କୁ ଏକଦୃଷ୍ଟିରେ ଚାହିଁଅଛନ୍ତି; ଏପରି ସମୟରେ, ଦେଖ, ଶୁକ୍ଳ ବସ୍ତ୍ର ପରିହିତ ଦୁଇ ଜଣ ପୁରୁଷ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ସେ ଉଦ୍ଧ୍ୱର୍କୁ ଯିବା ପରେ ମଧ୍ୟ ସେମାନେ ସ୍ଥିର ଦୃଷ୍ଟିରେ ଆକାଶକୁ ଚାହିଁ ରହିଥିଲେ। ଶୁଭ୍ର ବସ୍ତ୍ର ପରିହିତ ଦୁଇ ବ୍ୟକ୍ତି ହଠାତ୍ ସେମାନଙ୍କ ପାଖରେ ଆସି ଠିଆ ହୋଇ କହିଲେ,

Gade chapit la Kopi

ପବିତ୍ର ବାଇବଲ

10 ଯୀଶୁ ଗ୍ଭଲି ଯାଉଥିଲେ ଓ ପ୍ରେରିତମାନେ ଆକାଶକୁ ଗ୍ଭହିଁ ରହିଥିଲେ। ହଠାତ୍ ଦୁଇଜଣ ଧଳା ବସ୍ତ୍ର ପିନ୍ଧିଥିବା ପୁରୁଷ ସେମାନଙ୍କ ପାଖରେ ଆସି ଠିଆ ହେଲେ।

Gade chapit la Kopi




ପ୍ରେରିତ 1:10
12 Referans Kwoze  

ଆଉ, ସେମାନେ ସେ ସମ୍ବନ୍ଧରେ ହତବୁଦ୍ଧି ହେଉଅଛନ୍ତି, ଏପରି ସମୟରେ ଦେଖ, ଉଜ୍ଜ୍ୱଳବସ୍ତ୍ର ପରିହିତ ଦୁଇ ଜଣ ବ୍ୟକ୍ତି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;


ଯୀଶୁଙ୍କ ଶରୀର ଯେଉଁ ସ୍ଥାନରେ ରଖାଯାଇଥିଲା, ସେଥିର ମୁଣ୍ଡ ପାଖରେ ଜଣେ ଓ ପାଦ ପାଖରେ ଆଉ ଜଣେ, ଏହିପରି ଦୁଇ ଜଣ ଶୁକ୍ଳ ବସ୍ତ୍ର ପରିହିତ ଦୂତଙ୍କୁ ବସିଥିବା ଦେଖିଲେ।


ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣ ହିଁ ତାହା ଜାଣନ୍ତି। ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଲେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ବଳୀକୃତ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି।


ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳ ବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ୱରେ ବସିଥିବା ଦେଖି ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହେଲେ।


କର୍ଣ୍ଣିଲୀୟ କହିଲେ, ଚାରି ଦିନ ପୂର୍ବେ ଠିକ୍ ଏହି ସମୟରେ ମୁଁ ଆପଣା ଗୃହରେ ଅପରାହ୍ନ ତିନି ଘଣ୍ଟା ସମୟର ପ୍ରାର୍ଥନା କରୁଥିଲି; ଆଉ ଦେଖନ୍ତୁ, ଉଜ୍ଜ୍ୱଳବସ୍ତ୍ର ପରିହିତ ଜଣେ ବ୍ୟକ୍ତି ମୋ ସମ୍ମୁଖରେ ଠିଆ ହୋଇ କହିଲେ, କର୍ଣ୍ଣିଲୀୟ, ତୁମ୍ଭର ପ୍ରାର୍ଥନା ଶୁଣାଯାଇଅଛି,


ତାହାଙ୍କ ରୂପ ବିଜୁଳି ପରି ଓ ତାହାଙ୍କର ବସ୍ତ୍ର ହିମ ପରି ଧଳା ରଙ୍ଗ ଥିଲା,


ଆଉ ସେ ସେମାନଙ୍କ ଆଗରେ ରୂପାନ୍ତରିତ ହେଲେ; ତାହାଙ୍କର ମୁଖ ସୂର୍ଯ୍ୟ ପରି ଉଜ୍ଜ୍ୱଳ ଓ ତାହାଙ୍କ ବସ୍ତ୍ର ଆଲୋକ ପରି ଶୁଭ୍ରବର୍ଣ୍ଣ ହେଲା।


ମୁଁ ଦେଖୁ ଦେଖୁ, କେତେଗୋଟି ସିଂହାସନ ସ୍ଥାପିତ ହେଲା, ପୁଣି ଅନେକ କାଳର ବୃଦ୍ଧ ଉପବିଷ୍ଟ ହେଲେ। ତାହାଙ୍କର ବସ୍ତ୍ର ହିମ ତୁଲ୍ୟ ଶୁକ୍ଳବର୍ଣ୍ଣ, ଓ ତାହାଙ୍କର ମସ୍ତକର କେଶ ବିଶୁଦ୍ଧ ମେଷର ଲୋମ ତୁଲ୍ୟ ଥିଲା। ତାହାଙ୍କର ସିଂହାସନ ଅଗ୍ନିଶିଖାମୟ ଓ ତହିଁର ଚକ୍ରସକଳ ଜ୍ୱଳନ୍ତ ଅଗ୍ନି।


ତଥାପି ଯେଉଁମାନେ ଆପଣା ଆପଣା ବସ୍ତ୍ର ମଳିନ କରି ନାହାନ୍ତି, ତୁମ୍ଭମାନଙ୍କ ମଧ୍ୟରେ ସାର୍ଦ୍ଦୀରେ ଏପରି କେତେକ ଅଛନ୍ତି; ସେମାନେ ଶୁକ୍ଳ ବସ୍ତ୍ର ପରିହିତ ହୋଇ ଆମ୍ଭ ସଙ୍ଗରେ ଗମନାଗମନ କରିବେ, କାରଣ ସେମାନେ ଯୋଗ୍ୟ।


ଦିନେ ଅପରାହ୍ନ ପ୍ରାୟ ତିନି ଘଣ୍ଟା ସମୟରେ ସେ ସ୍ପଷ୍ଟ ରୂପେ ଗୋଟିଏ ଦର୍ଶନ ପାଇଲେ, ଯେପରି ଈଶ୍ବରଙ୍କର ଜଣେ ଦୂତ ତାହାଙ୍କ ନିକଟକୁ ଆସି କହୁଅଛନ୍ତି, ହେ କର୍ଣ୍ଣିଲୀୟ।


ଏଥିରେ ଏଲୀୟ କହିଲେ, “ତୁମ୍ଭେ ଦୁଃସାଧ୍ୟ ବିଷୟ ମାଗିଲ; ତଥାପି ମୁଁ ତୁମ୍ଭ ନିକଟରୁ ନିଆଯିବା ବେଳେ ଯେବେ ତୁମ୍ଭେ ମୋତେ ଦେଖିବ, ତେବେ ତୁମ୍ଭ ପ୍ରତି ତଦ୍ରୂପ ବର୍ତ୍ତିବ; ମାତ୍ର ତାହା ନ ହେଲେ, ବର୍ତ୍ତିବ ନାହିଁ।”


Swiv nou:

Piblisite


Piblisite