ପ୍ରେରିତ 1:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ; (ସେଠାରେ ଯୀଶୁଙ୍କର ଅନୁଗତ ପ୍ରାୟ ଶହେ କୋଡ଼ିଏ ଜଣ ଥିଲେ), Gade chapit laପବିତ୍ର ବାଇବଲ (Re-edited) - (BSI)15 ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ (ସେତେବେଳେ ପ୍ରାୟ ଶହେ କୋଡ଼ିଏ ଜଣ ଏକତ୍ର ଥିଲେ), Gade chapit laଓଡିଆ ବାଇବେଲ15 ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ; (ସେଠାରେ ଯୀଶୁଙ୍କର ଅନୁଗତ ପ୍ରାୟ ଶହେ କୋଡ଼ିଏ ଜଣ ଥିଲେ), Gade chapit laପବିତ୍ର ବାଇବଲ (CL) NT (BSI)15 କିଛିଦିନ ପରେ ପ୍ରାୟ ଏକଶହ କୋଡ଼ିଏ ଜଣ ବିଶ୍ୱାସୀମାନଙ୍କ ଏକ ସଭାରେ ପିତର ଛିଡ଼ା ହୋଇ କହିଲେ: Gade chapit laପବିତ୍ର ବାଇବଲ15 ସେହି ସମୟରେ ସେଠାରେ ପ୍ରାୟ ଶହେକୋଡ଼ିଏ ଜଣ ବିଶ୍ୱାସୀ ଏକତ୍ର ହୋଇଥିଲେ। ପିତର ସେମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ, Gade chapit la |