ପ୍ରେରିତ 1:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆଉ, ଗୀତସଂହିତା ପୁସ୍ତକରେ ଲେଖାଅଛି, “‘ତାହାର ବାସସ୍ଥାନ ଶୂନ୍ୟ ହେଉ, ସେଠାରେ କେହି ବାସ ନ କରୁ।’ ଏବଂ, ‘ତାହାର ଅଧ୍ୟକ୍ଷ ପଦ ଅନ୍ୟ ଜଣଙ୍କୁ ଦିଆଯାଉ।’ Gade chapit laପବିତ୍ର ବାଇବଲ (Re-edited) - (BSI)20 ଆଉ, ଗୀତସଂହିତାରେ ଲେଖାଅଛି, ତାହାର ବାସସ୍ଥାନ ଶୂନ୍ୟ ହେଉ, ସେଠାରେ କେହି ବାସ ନ କରୁ। ଏବଂ ତାହାର ଅଧ୍ୟକ୍ଷପଦ ଅନ୍ୟ ଜଣେ ପ୍ରାପ୍ତ ହେଉ। Gade chapit laଓଡିଆ ବାଇବେଲ20 ଆଉ, ଗୀତସଂହିତାରେ ଲେଖା ଅଛି, ତାହାର ବାସସ୍ଥାନ ଶୂନ୍ୟ ହେଉ, ସେଠାରେ କେହି ବାସ ନ କରୁ । ଏବଂ ତାହାର ଅଧ୍ୟକ୍ଷ ପଦ ଅନ୍ୟ ଜଣଙ୍କୁ ଦିଆଯାଉ । Gade chapit laପବିତ୍ର ବାଇବଲ (CL) NT (BSI)20 “ଏ ବିଷୟରେ ଗୀତ ସଂହିତାରେ ଲେଖା ଯାଇଛି: ‘ତାହାର ଗୃହ ଜନଶୂନ୍ୟ ହେଉ, ସେଥିରେ କେହି ବାସ ନ କରୁ”, ଆହୁରି ମଧ୍ୟ ଲେଖାଯାଇଛି; ‘ଅନ୍ୟ ଜଣେ ତାହାର କାର୍ଯ୍ୟରେ ନିଯୁକ୍ତ ହେଉ’। Gade chapit laପବିତ୍ର ବାଇବଲ20 ପିତର ପୁଣି କହିଲେ, “ଗୀତସଂହିତାରେ ଯିହୂଦା ସମ୍ପର୍କରେ ଲେଖା ଯାଇଅଛି: ‘ତା'ର ବାସଗୃହ ଜନ ଶୂନ୍ୟ ହେଉ, ସେଠାରେ କୌଣସି ବ୍ୟକ୍ତି ବାସ ନ କରନ୍ତୁ।’ ଏବଂ ଆହୁରି ମଧ୍ୟ ଲେଖାଅଛି: ‘ତାହାଙ୍କୁ ଅର୍ପଣ କରାଯାଇଥିବା କାର୍ଯ୍ୟ ଅନ୍ୟ କେହି ବ୍ୟକ୍ତି କରନ୍ତୁ।’ Gade chapit la |