ପ୍ରେରିତ 1:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 “ହେ ସର୍ବାନ୍ତର୍ଯ୍ୟାମୀ ପ୍ରଭୁ, ଯିହୂଦା ନିଜ ଉପଯୁକ୍ତ ସ୍ଥାନକୁ ଯିବା ନିମନ୍ତେ ଏହି ଯେଉଁ ସେବା ଓ ପ୍ରେରିତ ପଦରୁ ପତିତ ହୋଇଅଛି, Gade chapit laପବିତ୍ର ବାଇବଲ (Re-edited) - (BSI)24 ହେ ସର୍ବାନ୍ତର୍ଯ୍ୟାମୀ ପ୍ରଭୁ, ଯିହୂଦା ସ୍ଵସ୍ଥାନକୁ ଯିବା ନିମନ୍ତେ ଏହି ଯେଉଁ ସେବା ଓ ପ୍ରେରିତପଦରୁ ପତିତ ହୋଇଅଛି, Gade chapit laଓଡିଆ ବାଇବେଲ24 "ହେ ପ୍ରତ୍ୟେକ ହୃଦୟକୁ ଜାଣିବାର ପ୍ରଭୁ, ଯିହୂଦା ନିଜ ଉପଯୁକ୍ତ ସ୍ଥାନକୁ ଯିବା ନିମନ୍ତେ ଏହି ଯେଉଁ ସେବା ଓ ପ୍ରେରିତ ପଦରୁ ପତିତ ହୋଇଅଛି, Gade chapit laପବିତ୍ର ବାଇବଲ (CL) NT (BSI)24 ପୁଣି ପ୍ରାର୍ଥନା କଲେ, “ପ୍ରଭୁ, ତୁମେ ପ୍ରତ୍ୟେକର ଚିନ୍ତା ଜାଣ। ଯିହୁଦା ଯେଉଁ ସ୍ଥାନରେ ରହିବା ଉପଯୁକ୍ତ, ସେଠାକୁ ଚାଲିଯିବା ପରେ, ତାହା ସ୍ଥାନରେ ତୁମ ଦ୍ୱାରା ମନୋନୀତ ଏହି ଦୁଇଜଣଙ୍କ ମଧ୍ୟରୁ କିଏ Gade chapit laପବିତ୍ର ବାଇବଲ24 ପୁଣି ପ୍ରେରିତମାନେ ପରମେଶ୍ୱରଙ୍କୁ ପ୍ରାର୍ଥନା କଲେ, “ପ୍ରଭୁ, ତୁମ୍ଭେ ସମସ୍ତଙ୍କ ମନକଥା ଜାଣିଛ। ଏହି ସେବା କାର୍ଯ୍ୟ ଓ ପ୍ରେରିତ ପଦ ଛାଡ଼ିଦେଇ ଯିହୂଦା ନିଜ ସ୍ଥାନକୁ ଗ୍ଭଲିଯାଇଛି। Gade chapit la |
ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ।
ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।