ପ୍ରେରିତ 10:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏହି ପ୍ରକାର ତିନି ଥର ହେଲା, ଆଉ ସଙ୍ଗେ ସଙ୍ଗେ ସେହି ପାତ୍ରଟି ଆକାଶକୁ ଉଠାଇ ନିଆଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)16 ଏହି ପ୍ରକାର ତିନି ଥର ହେଲା, ଆଉ ତତ୍କ୍ଷଣାତ୍ ସେହି ପାତ୍ରଟି ଆକାଶକୁ ଉଠାଇ ନିଆଗଲା। Gade chapit laଓଡିଆ ବାଇବେଲ16 ଏହି ପ୍ରକାର ତିନି ଥର ହେଲା, ଆଉ ସଙ୍ଗେ ସଙ୍ଗେ ସେହି ପାତ୍ରଟି ଆକାଶକୁ ଉଠାଇ ନିଆଗଲା । Gade chapit laପବିତ୍ର ବାଇବଲ (CL) NT (BSI)16 ତିନିଥର ଏପରି ହେବା ପରେ, ଚାଦରଟି ଆକାଶକୁ ଉଠାଇ ନିଆଗଲା। Gade chapit laପବିତ୍ର ବାଇବଲ16 ଏହିପରି ତିନିଥର ହେବାପରେ ସେ ଜିନିଷଟି ହଠାତ୍ ସ୍ୱର୍ଗକୁ ଉଠି ଗ୍ଭଲିଗଲା। Gade chapit la |
ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ।