Biblia Todo Logo
Bib sou entènèt

- Piblisite -




ପ୍ରେରିତ 10:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପିତର ସେହି ଦର୍ଶନ ବିଷୟ ଚିନ୍ତା କରୁଥିବା ସମୟରେ ଆତ୍ମା ତାହାଙ୍କୁ କହିଲେ, ଦେଖ, ତିନି ଜଣ ଲୋକ ତୁମ୍ଭକୁ ଖୋଜୁଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ପିତର ସେହି ଦର୍ଶନ ବିଷୟ ଚିନ୍ତା କରୁଥିବା ସମୟରେ ଆତ୍ମା ତାଙ୍କୁ କହିଲେ, ଦେଖ, ତିନି ଜଣ ଲୋକ ତୁମ୍ଭକୁ ଖୋଜୁଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

19 ପିତର ସେହି ଦର୍ଶନ ବିଷୟ ଚିନ୍ତା କରୁଥିବା ସମୟରେ ଆତ୍ମା ତାହାଙ୍କୁ କହିଲେ, ଦେଖ, ତିନି ଜଣ ଲୋକ ତୁମ୍ଭକୁ ଖୋଜୁଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ପିତର ସେ ପର୍ଯ୍ୟନ୍ତ ଦର୍ଶନର ଅର୍ଥ ବୁଝିବା ପାଇଁ ଚେଷ୍ଟା କରୁଥିଲେ, ଏହି ସମୟରେ ପବିତ୍ରଆତ୍ମା କହିଲେ, “ଦେଖ, ଏଠାରେ ତିନିଜଣ ଲୋକ ତୁମକୁ ଖୋଜୁଛନ୍ତି।

Gade chapit la Kopi

ପବିତ୍ର ବାଇବଲ

19 ସେପର୍ଯ୍ୟନ୍ତ ପିତର ସେହି ଦର୍ଶନ ବିଷୟରେ ଚିନ୍ତା କରୁଥିଲେ। ସେହି ସମୟରେ ପବିତ୍ରଆତ୍ମା ତାହାଙ୍କୁ କହିଲେ, “ଶୁଣ, ତିନି ଜଣ ଲୋକ ତୁମ୍ଭକୁ ଖୋଜୁଛନ୍ତି।

Gade chapit la Kopi




ପ୍ରେରିତ 10:19
11 Referans Kwoze  

ସେତେବେଳେ ପବିତ୍ର ଆତ୍ମା ଫିଲିପ୍ପଙ୍କୁ କହିଲେ, ନିକଟକୁ ଯାଇ ଏହି ରଥର ସାଙ୍ଗ ଧର।


ସେଠାରେ ଶିଷ୍ୟମାନଙ୍କୁ ଖୋଜି, ସେମାନଙ୍କ ସାକ୍ଷାତ ପାଇ ସାତ ଦିନ ରହିଲୁ; ପୁଣି, ଯେପରି ପାଉଲ ଯିରୂଶାଲମ ସହରରେ ପଦାର୍ପଣ ନ କରନ୍ତି, ଏଥିପାଇଁ ସେମାନେ ଆତ୍ମାଙ୍କ ଦ୍ୱାରା ତାହାଙ୍କୁ କହିଲେ।


ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର।


ପୁଣି, କିଛି ସନ୍ଦେହ ନ କରି ସେମାନଙ୍କ ସାଙ୍ଗରେ ଯିବା ନିମନ୍ତେ ଆତ୍ମା ମୋତେ କହିଲେ। ଆଉ, ଏହି ଛଅ ଜଣ ଭାଇ ମଧ୍ୟ ମୋ ସାଙ୍ଗରେ ଗଲେ, ପୁଣି, ଆମ୍ଭେମାନେ ସେହି ବ୍ୟକ୍ତିଙ୍କ ଗୃହରେ ପ୍ରବେଶ କଲୁ।


ପବିତ୍ର ଆତ୍ମା ସ୍ପଷ୍ଟ ରୂପେ କହୁଅଛନ୍ତି, ଶେଷ କାଳରେ କେହି କେହି ଭ୍ରଷ୍ଟବିବେକ ମିଥ୍ୟାବାଦୀ ଲୋକମାନଙ୍କ କପଟପଣରେ


କିନ୍ତୁ ସେ ଏକମାତ୍ର ଆତ୍ମା ଆପଣା ଇଚ୍ଛାନୁସାରେ ପ୍ରତ୍ୟେକ ଜଣକୁ ଭିନ୍ନ ଭିନ୍ନ ରୂପେ ଦାନ ବିତରଣ କରି ଏହି ସମସ୍ତ କର୍ମ ସାଧନ କରନ୍ତି।


କିନ୍ତୁ ସେ, ଅର୍ଥାତ୍‍, ସତ୍ୟମୟ ଆତ୍ମା ଆସିଲେ ସେ ପଥ ଦେଖାଇ ତୁମ୍ଭମାନଙ୍କୁ ସମସ୍ତ ସତ୍ୟରେ ପ୍ରବେଶ କରାଇବେ, କାରଣ ସେ ଆପଣାଠାରୁ କଥା କହିବେ ନାହିଁ, ମାତ୍ର ଯାହା ଯାହା ଶୁଣିବେ, ସେହିସବୁ କହିବେ, ପୁଣି, ଆଗାମୀ ବିଷୟସବୁ ତୁମ୍ଭମାନଙ୍କୁ ଜଣାଇବେ।


ଦିନେ ଅପରାହ୍ନ ପ୍ରାୟ ତିନି ଘଣ୍ଟା ସମୟରେ ସେ ସ୍ପଷ୍ଟ ରୂପେ ଗୋଟିଏ ଦର୍ଶନ ପାଇଲେ, ଯେପରି ଈଶ୍ବରଙ୍କର ଜଣେ ଦୂତ ତାହାଙ୍କ ନିକଟକୁ ଆସି କହୁଅଛନ୍ତି, ହେ କର୍ଣ୍ଣିଲୀୟ।


ପିତର ଉପନାମପ୍ରାପ୍ତ ଶିମୋନ ସେଠାରେ ଅତିଥି ସ୍ୱରୂପେ ବାସ କରୁଅଛନ୍ତି କି ନାହିଁ, ତାହା ଡାକି ପଚାରିଲେ।


ଅନେକ ତର୍କବିତର୍କ ହେଲା ଉତ୍ତାରେ ପିତର ଉଠି ସେମାନଙ୍କୁ କହିଲେ, ହେ ଭାଇମାନେ, ଆପଣମାନେ ଜାଣନ୍ତି ଯେ, ମୋହର ମୁଖ ଦ୍ୱାରା ଅଣଯିହୁଦୀମାନେ ଯେପରି ସୁସମାଚାର ବାକ୍ୟ ଶୁଣି ବିଶ୍ୱାସ କରନ୍ତି, ଏଥିପାଇଁ ଅନେକ ଦିନ ପୂର୍ବେ ଈଶ୍ବର ଆପଣମାନଙ୍କ ମଧ୍ୟରୁ ମୋତେ ମନୋନୀତ କରିଥିଲେ।


Swiv nou:

Piblisite


Piblisite