Biblia Todo Logo
Bib sou entènèt

- Piblisite -




ପ୍ରେରିତ 10:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ସେଥିରେ ପିତର ସେହି ଲୋକମାନଙ୍କ ନିକଟକୁ ଓହ୍ଲାଇ ଆସି କହିଲେ, ଦେଖ, ତୁମ୍ଭେମାନେ ଯାହାକୁ ଖୋଜୁଅଛ, ମୁଁ ସେହି। ତୁମ୍ଭମାନଙ୍କ ଆସିବାର କାରଣ କଅଣ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ସେଥିରେ ପିତର ସେହି ଲୋକମାନଙ୍କ ନିକଟକୁ ଓହ୍ଲାଇଆସି କହିଲେ, ଦେଖ, ତୁମ୍ଭେମାନେ ଯାହାକୁ ଖୋଜୁଅଛ, ମୁଁ ସେହି। ତୁମ୍ଭମାନଙ୍କ ଆସିବାର କାରଣ କଅଣ?

Gade chapit la Kopi

ଓଡିଆ ବାଇବେଲ

21 ସେଥିରେ ପିତର ସେହି ଲୋକମାନଙ୍କ ନିକଟକୁ ଓହ୍ଲାଇ ଆସି କହିଲେ, ଦେଖ, ତୁମ୍ଭେମାନେ ଯାହାକୁ ଖୋଜୁଅଛ, ମୁଁ ସେହି । ତୁମ୍ଭମାନଙ୍କ ଆସିବାର କାରଣ କ'ଣ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ପିତର ତଳକୁ ଯାଇ ସେହି ଲୋକମାନଙ୍କୁ କହିଲେ, “ତୁମେ ଯାହାଙ୍କୁ ଖୋଜୁଛ, ମୁଁ ସେହି। ତୁମ୍ଭେମାନେ କାହିଁକି ଆସିଛ।”

Gade chapit la Kopi

ପବିତ୍ର ବାଇବଲ

21 ପିତର ତଳକୁ ଗଲେ ଓ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯାହାକୁ ଖୋଜୁଛ ମୁଁ ସେହି ଲୋକ। ତୁମ୍ଭେମାନେ ଏଠାକୁ କାହିଁକି ଆସିଛ?”

Gade chapit la Kopi




ପ୍ରେରିତ 10:21
6 Referans Kwoze  

ସେଥିପାଇଁ ମୋତେ ଆହ୍ୱାନ କରାଯିବା ମାତ୍ରେ ମୁଁ ମଧ୍ୟ ଆପତ୍ତି ନ କରି ଆସିଲି। ଏଣୁ ମୁଁ ପଚାରେ, କି ନିମନ୍ତେ ଆପଣମାନେ ମୋତେ ଡକାଇଅଛନ୍ତି?


ଯୀଶୁ ତାହାକୁ ଉତ୍ତର ଦେଲେ, “ମୁଁ ତୁମ୍ଭ ପାଇଁ କଅଣ କରିବି ବୋଲି ତୁମ୍ଭେ ଇଚ୍ଛା କରୁଅଛ?” ସେହି ଅନ୍ଧ ଲୋକଟି ତାହାଙ୍କୁ କହିଲା, ହେ ଗୁରୁ, ମୁଁ ଯେପରି ଦୃଷ୍ଟି ପାଏ।


ଉଠ, ତଳକୁ ଯାଇ କିଛି ସନ୍ଦେହ ନ କରି ସେମାନଙ୍କ ସାଙ୍ଗରେ ଯାଅ, କାରଣ ଆମ୍ଭେ ସେମାନଙ୍କୁ ପଠାଇଅଛୁ।


ସେମାନେ କହିଲେ, କର୍ଣ୍ଣିଲୀୟ ନାମକ ଜଣେ ଶତ-ସେନାପତି, ଯେ ଧାର୍ମିକ ବ୍ୟକ୍ତି ଓ ଈଶ୍ବରଙ୍କୁ ଭୟ କରନ୍ତି, ପୁଣି, ସମସ୍ତ ଯିହୁଦୀ ଜାତିଙ୍କ ନିକଟରେ ସୁଖ୍ୟାତି ପ୍ରାପ୍ତ, ସେ ନିଜ ଗୃହକୁ ଆପଣଙ୍କୁ ଡକାଇପଠାଇ ଆପଣଙ୍କଠାରୁ କଥା ଶୁଣିବା ନିମନ୍ତେ ପବିତ୍ର ଦୂତଙ୍କ ଦ୍ୱାରା ପ୍ରତ୍ୟାଦେଶ ପାଇଅଛନ୍ତି।


Swiv nou:

Piblisite


Piblisite