Biblia Todo Logo
Bib sou entènèt

- Piblisite -




ପ୍ରେରିତ 10:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ପିତର ପ୍ରବେଶ କରନ୍ତେ କର୍ଣ୍ଣିଲୀୟ ତାହାଙ୍କୁ ଭେଟି ଚରଣ ତଳେ ପଡ଼ି ତାହାଙ୍କୁ ପ୍ରଣାମ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ପିତର ପ୍ରବେଶ କରନ୍ତେ କର୍ଣ୍ଣିଲୀୟ ତାଙ୍କୁ ଭେଟି ଚରଣ ତଳେ ପଡ଼ି ତାଙ୍କୁ ପ୍ରଣାମ କଲେ।

Gade chapit la Kopi

ଓଡିଆ ବାଇବେଲ

25 ପିତର ପ୍ରବେଶ କରନ୍ତେ କର୍ଣ୍ଣିଲୀୟ ତାହାଙ୍କୁ ଭେଟି ଚରଣ ତଳେ ପଡ଼ି ତାହାଙ୍କୁ ପ୍ରଣାମ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ପିତର ଭିତରକୁ ଯିବା ସମୟରେ କର୍ଣ୍ଣୀଲିୟ ତାଙ୍କୁ ସାକ୍ଷାତ କରି ତାଙ୍କ ପାଦ ତଳେ ପଡ଼ି ପ୍ରଣାମ କଲେ।

Gade chapit la Kopi

ପବିତ୍ର ବାଇବଲ

25 ପିତର ଘରେ ପ୍ରବେଶ କରିବା ବେଳେ କର୍ଣ୍ଣୀଲିୟ ତାହାଙ୍କୁ ସାକ୍ଷାତ କରି ତାହାଙ୍କ ପାଦତଳେ ପଡ଼ି ପ୍ରଣାମ କଲେ।

Gade chapit la Kopi




ପ୍ରେରିତ 10:25
7 Referans Kwoze  

ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି। ସେଥିରେ ସେ ମୋତେ କହିଲେ, “ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭାଇମାନେ, ସେମାନଙ୍କର ସହଦାସ; ଈଶ୍ବରଙ୍କୁ ପ୍ରଣାମ କର। ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ସାର।”


ଆଉ ଦେଖ, ଜଣେ କୁଷ୍ଠରୋଗୀ ତାହାଙ୍କ ପାଖକୁ ଆସି ପ୍ରଣାମ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରିପାରନ୍ତି।


ସେତେବେଳେ ରାଜା ନବୂଖଦ୍‍ନିତ୍ସର ମୁହଁ ମାଡ଼ି ପଡ଼ି ଦାନିୟେଲଙ୍କୁ ପ୍ରଣାମ କଲା ଓ ଲୋକମାନେ ଯେପରି ତାଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଓ ସୁଗନ୍ଧି ଧୂପ ଉତ୍ସର୍ଗ କରିବେ, ଏହା ଆଜ୍ଞା କଲା।


ମାତ୍ର କୌଣସି ଜୀବିତ ଲୋକର ଜ୍ଞାନ ଅପେକ୍ଷା ମୋʼ ର ଜ୍ଞାନ ଅଧିକ ଅଛି ବୋଲି ଯେ ଏହି ନିଗୂଢ଼ ବିଷୟ ପ୍ରକାଶିତ ହୋଇଅଛି, ତାହା ନୁହେଁ, ମାତ୍ର ମହାରାଜାଙ୍କୁ ଯେପରି ଅର୍ଥ ଜ୍ଞାତ କରାଯିବ ଓ ଆପଣ ଯେପରି ନିଜ ମନର ଚିନ୍ତା ଜାଣିବେ, ଏଥିପାଇଁ ତାହା ମୋ ପ୍ରତି ପ୍ରକାଶିତ ହୋଇଅଛି।


ସେଥିରେ ନୌକାରେ ଥିବା ଲୋକମାନେ ତାହାଙ୍କୁ ପ୍ରଣାମ କରି କହିଲେ, ଆପଣ ନିଶ୍ଚୟ ଈଶ୍ବରଙ୍କ ପୁତ୍ର।


Swiv nou:

Piblisite


Piblisite