Biblia Todo Logo
Bib sou entènèt

- Piblisite -




ପ୍ରେରିତ 10:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 କାରଣ ସେମାନେ ସେମାନଙ୍କୁ ବିଭିନ୍ନ ଭାଷାରେ କଥା କହୁଥିବା ଓ ଈଶ୍ବରଙ୍କ ପ୍ରଶଂସା କରୁଥିବା ଶୁଣୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

46 କାରଣ ସେମାନେ ସେମାନଙ୍କୁ ବିଭିନ୍ନ ଭାଷାରେ କଥା କହୁଥିବା ଓ ଈଶ୍ଵରଙ୍କ ପ୍ରଶଂସା କରୁଥିବା ଶୁଣୁଥିଲେ।

Gade chapit la Kopi

ଓଡିଆ ବାଇବେଲ

46 କାରଣ ସେମାନେ ସେମାନଙ୍କୁ ବିଭିନ୍ନ ଭାଷାରେ କଥା କହୁଥିବା ଓ ଈଶ୍ୱରଙ୍କ ପ୍ରଶଂସା କରୁଥିବା ଶୁଣୁଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

46 କାରଣ ଇହୁଦୀ ବିଶ୍ୱାସୀମାନେ ସେମାନଙ୍କୁ ଈଶ୍ୱରଙ୍କ ପ୍ରଶଂସା କରୁଥିବା ଓ ଭିନ୍ନ ଭାଷାରେ କଥା କହୁଥିବା ଶୁଣିଲେ।

Gade chapit la Kopi

ପବିତ୍ର ବାଇବଲ

46 ସେମାନଙ୍କ ଭିନ୍ନଭିନ୍ନ ଭାଷାରେ କଥା ହେବା ଓ ପରମେଶ୍ୱରଙ୍କୁ ପ୍ରଶଂସା କରିବାର ମଧ୍ୟ ଶୁଣିଲେ।

Gade chapit la Kopi




ପ୍ରେରିତ 10:46
5 Referans Kwoze  

ଆଉ ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କରନ୍ତେ ପବିତ୍ର ଆତ୍ମା ସେମାନଙ୍କ ଉପରେ ଅବତରଣ କଲେ, ପୁଣି, ସେମାନେ ନାନା ଭାଷାରେ କଥା କହିବାକୁ ଓ ଭାବବାଣୀ ମଧ୍ୟ କହିବାକୁ ଲାଗିଲେ।


ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ।


ଆଉ ଏହିସବୁ ଚିହ୍ନ ସେମାନଙ୍କର ଅନୁବର୍ତ୍ତୀ ହେବ ଯେଉଁମାନେ ତାହାଙ୍କଠାରେ ବିଶ୍ୱାସ କରନ୍ତି, ସେମାନେ ମୋ ନାମରେ ଭୂତ ଛଡ଼ାଇବେ, ନୂତନ ନୂତନ ଭାଷାରେ କଥା କହିବେ, ହସ୍ତରେ ସର୍ପ ଧରିବେ,


ପୁଣି, ଆମ୍ଭେମାନେ କ୍ରୀତୀୟ ଓ ଆରବୀୟ ଲୋକେ, ଆପଣା ଆପଣା ଭାଷାରେ ଏମାନଙ୍କୁ ଈଶ୍ବରଙ୍କ ମହତ ମହତ କର୍ମର କଥା କହିବା ଶୁଣୁଅଛୁ।


Swiv nou:

Piblisite


Piblisite