ପ୍ରେରିତ 10:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏବେ ତୁମ୍ଭେ ଯାଫୋ ସହରକୁ ଲୋକ ପଠାଇ ଶିମୋନଙ୍କୁ ଡକାଇ ଆଣ, ତାହାଙ୍କ ଉପନାମ ପିତର; Gade chapit laପବିତ୍ର ବାଇବଲ (Re-edited) - (BSI)5 ଏବେ ତୁମ୍ଭେ ଯାଫୋକୁ ଲୋକ ପଠାଇ ଶିମୋନଙ୍କୁ ଡକାଇ ଆଣ, ତାଙ୍କ ଉପନାମ ପିତର; Gade chapit laଓଡିଆ ବାଇବେଲ5 ଏବେ ତୁମ୍ଭେ ଯାଫୋକୁ ଲୋକ ପଠାଇ ଶିମୋନଙ୍କୁ ଡକାଇ ଆଣ, ତାହାଙ୍କ ଉପନାମ ପିତର; Gade chapit laପବିତ୍ର ବାଇବଲ (CL) NT (BSI)5 ବର୍ତ୍ତମାନ ଶିମୋନ ପିତର ନାମକ ଜଣେ ବ୍ୟକ୍ତିଙ୍କୁ ଆମନ୍ତ୍ରଣ କରି ଆଣିବା ପାଇଁ ଯୋପ୍ପାକୁ ଲୋକ ପଠାଅ। Gade chapit laପବିତ୍ର ବାଇବଲ5 ବର୍ତ୍ତମାନ ଯାଫୋ ନଗରକୁ ତୁମ୍ଭେ ତୁମ୍ଭର ଲୋକମାନଙ୍କୁ ପଠାଇ ଶିମୋନ ନାମକ ଗୋଟିଏ ଲୋକଙ୍କୁ ସେଠାରୁ ଆଣ। ସେହି ଶିମୋନ, ପିତର ନାମରେ ମଧ୍ୟ ପରିଚିତ। Gade chapit la |