ପ୍ରେରିତ 11:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଅଣଯିହୁଦୀମାନେ ମଧ୍ୟ ଯେ ଈଶ୍ବରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ପ୍ରେରିତମାନେ ଓ ଯିହୂଦିୟା ପ୍ରଦେଶରେ ଥିବା ଭାଇମାନେ ଶୁଣିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ବିଜାତିମାନେ ମଧ୍ୟ ଯେ ଈଶ୍ଵରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ପ୍ରେରିତମାନେ ଓ ଯିହୁଦା ପ୍ରଦେଶରେ ଥିବା ଭାଇମାନେ ଶୁଣିଲେ। Gade chapit laଓଡିଆ ବାଇବେଲ1 ଅଣଯିହୂଦୀମାନେ ମଧ୍ୟ ଯେ ଈଶ୍ୱରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ପ୍ରେରିତମାନେ ଓ ଯିହୂଦା ପ୍ରଦେଶରେ ଥିବା ଭାଇମାନେ ଶୁଣିଲେ । Gade chapit laପବିତ୍ର ବାଇବଲ (CL) NT (BSI)1 ଅଣଇହୁଦୀମାନେ ମଧ୍ୟ ଈଶ୍ୱରଙ୍କ ବାକ୍ୟ ଗ୍ରହଣ କରିଛନ୍ତି ବୋଲି ପ୍ରେରିତ ଶିଷ୍ୟମାନେ ଓ ଯିହୁଦା ପ୍ରଦେଶସ୍ଥ ଅନ୍ୟ ବିଶ୍ୱାସୀମାନେ ଶୁଣିଲେ। Gade chapit laପବିତ୍ର ବାଇବଲ1 ଯିହୂଦାରେ ପ୍ରେରିତମାନେ ଓ ଭାଇମାନେ ଶୁଣିବାକୁ ପାଇଲେ ଯେ, ଅଣଯିହୂଦୀ ଲୋକମାନେ ମଧ୍ୟ ପରମେଶ୍ୱରଙ୍କ ସୁସମାଗ୍ଭର ଗ୍ରହଣ କରିଛନ୍ତି। Gade chapit la |