ପ୍ରେରିତ 11:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଯେ ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେ ଓ ତୁମ୍ଭର ସମସ୍ତ ପରିବାର ପରିତ୍ରାଣ ପାଇବ, ସେ ତୁମ୍ଭକୁ ସେହିସବୁ କହିବେ। Gade chapit laପବିତ୍ର ବାଇବଲ (Re-edited) - (BSI)14 ଯେସମସ୍ତ ବାକ୍ୟ ଦ୍ଵାରା ତୁମ୍ଭେ ଓ ତୁମ୍ଭର ସମସ୍ତ ପରିବାର ପରିତ୍ରାଣ ପାଇବ, ସେ ତୁମ୍ଭକୁ ସେହିସବୁ କହିବେ। Gade chapit laଓଡିଆ ବାଇବେଲ14 ଯେ ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେ ଓ ତୁମ୍ଭର ସମସ୍ତ ପରିବାର ପରିତ୍ରାଣ ପାଇବ, ସେ ତୁମ୍ଭକୁ ସେହି ସବୁ କହିବେ । Gade chapit laପବିତ୍ର ବାଇବଲ (CL) NT (BSI)14 ସେ ଆସି ତୁମ୍ଭମାନଙ୍କୁ ଶିକ୍ଷା ଦେବେ ଓ ତଦ୍ଦ୍ୱାରା ତୁମେ ଓ ତୁମର ପରିବାର ପରିତ୍ରାଣ ପାଇବ।’ Gade chapit laପବିତ୍ର ବାଇବଲ14 ସେ ତୁମ୍ଭକୁ ଓ ତୁମ୍ଭ ଘରେ ରହୁଥିବା ଲୋକମାନଙ୍କୁ ବାକ୍ୟ କହିବେ, ଯାହାଦ୍ୱାରା ତୁମ୍ଭେ ସମସ୍ତେ ରକ୍ଷା ପାଇବ।’ Gade chapit la |