Biblia Todo Logo
Bib sou entènèt

- Piblisite -




ପ୍ରେରିତ 11:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ସେଥିରେ ଶିଷ୍ୟମାନେ ପ୍ରତ୍ୟେକ ଜଣ ଆପଣା ଶକ୍ତି ଅନୁସାରେ ଯିହୂଦିୟା ପ୍ରଦେଶ ନିବାସୀ ଭାଇମାନଙ୍କ ନିମନ୍ତେ ସାହାଯ୍ୟ ପ୍ରେରଣ କରିବାକୁ ସ୍ଥିର କଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ସେଥିରେ ଶିଷ୍ୟମାନେ ପ୍ରତ୍ୟେକ ଜଣ ଆପଣା ଶକ୍ତି ଅନୁସାରେ ଯିହୁଦା ପ୍ରଦେଶ ନିବାସୀ ଭାଇମାନଙ୍କ ନିମନ୍ତେ ସାହାଯ୍ୟ ପ୍ରେରଣ କରିବାକୁ ସ୍ଥିର କଲେ,

Gade chapit la Kopi

ଓଡିଆ ବାଇବେଲ

29 ସେଥିରେ ଶିଷ୍ୟମାନେ ପ୍ରତ୍ୟେକ ଜଣ ଆପଣା ଶକ୍ତି ଅନୁସାରେ ଯିହୂଦା ପ୍ରଦେଶ ନିବାସୀ ଭାଇମାନଙ୍କ ନିମନ୍ତେ ସାହାଯ୍ୟ ପ୍ରେରଣ କରିବାକୁ ସ୍ଥିର କଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

29 ଶିଷ୍ୟମାନେ ଯିହୁଦାରେ ବାସ କରୁଥିବା ବିଶ୍ୱାସୀ ଭାଇମାନଙ୍କ ପାଖକୁ ସେମାନଙ୍କ ସାଧ୍ୟାନୁଯାୟୀ ସାହାଯ୍ୟ ପଠାଇବେ ବୋଲି ସ୍ଥିର କଲେ।

Gade chapit la Kopi

ପବିତ୍ର ବାଇବଲ

29 ସେଥିପାଇଁ ବିଶ୍ୱାସୀମାନେ ସ୍ଥିର କଲେ ଯେ, ସେମାନେ ଯଥାଶକ୍ତି ସାହାଯ୍ୟ ପାଠାଇବେ। ପ୍ରତ୍ୟେକ ବିଶ୍ୱାସୀ ନିଜର ସାଧ୍ୟମତେ ସାହାଯ୍ୟ ଦେବା ପାଇଁ ଯୋଜନା କଲେ।

Gade chapit la Kopi




ପ୍ରେରିତ 11:29
27 Referans Kwoze  

ଆମ୍ଭେମାନେ ଯେପରି ଦରିଦ୍ରମାନଙ୍କୁ ସ୍ମରଣ କରୁ, କେବଳ ଏହା ସେମାନେ ଆମ୍ଭମାନଙ୍କୁ କହିଥିଲେ; ତାହା କରିବା ନିମନ୍ତେ ମୁଁ ମଧ୍ୟ ଉଦ୍‍ଯୋଗୀ ଥିଲି।


ଅନୁଚିତ ବ୍ୟବହାର କରେ ନାହିଁ, ସ୍ୱାର୍ଥ ଚେଷ୍ଟା କରେ ନାହିଁ, ବିରକ୍ତ ହୁଏ ନାହିଁ, ଅପକାର ସ୍ମରଣରେ ରଖେ ନାହିଁ,


ପୁଣି, ସେ ତାହାଙ୍କୁ ପାଇ ଆନ୍ତିୟଖିଆକୁ ଘେନି ଆସିଲେ। ସେମାନେ ସମ୍ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ମଣ୍ଡଳୀର ସହିତ ରହି ଅନେକ ଲୋକଙ୍କୁ ଶିକ୍ଷା ଦେଲେ, ପୁଣି, ଆନ୍ତିୟଖିଆରେ ଶିଷ୍ୟମାନେ ପ୍ରଥମରେ ଖ୍ରୀଷ୍ଟିୟାନ ବୋଲି ନାମିତ ହେଲେ।


ଅଣଯିହୁଦୀମାନେ ମଧ୍ୟ ଯେ ଈଶ୍ବରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ପ୍ରେରିତମାନେ ଓ ଯିହୂଦିୟା ପ୍ରଦେଶରେ ଥିବା ଭାଇମାନେ ଶୁଣିଲେ।


ଯେଣୁ ସେମାନଙ୍କ ମଧ୍ୟରେ କାହାରି କୌଣସି ଅଭାବ ନ ଥିଲା, କାରଣ ଯେତେ ଲୋକଙ୍କର ଭୂମି ବା ଗୃହ ଥିଲା, ସେମାନେ ତାହା ବିକ୍ରୟ କରି ବିକ୍ରୀତ ସମ୍ପତ୍ତିର ମୂଲ୍ୟ ଆଣି ପ୍ରେରିତମାନଙ୍କର ପାଦ ତଳେ ରଖୁଥିଲେ,


ଆଉ, ମୁଁ ସେମାନଙ୍କୁ କହିଲି, “ଆମ୍ଭମାନଙ୍କର ଯିହୁଦୀୟ ଭାଇମାନେ ଅନ୍ୟ ଦେଶୀୟମାନଙ୍କ ନିକଟରେ ବିକା ଯାଇଥିଲେ, ଆମ୍ଭେମାନେ ସେମାନଙ୍କୁ ଆପଣା ସାମର୍ଥ୍ୟରେ ମୁକ୍ତ କରିଅଛୁ, ଏବେ ତୁମ୍ଭେମାନେ କʼଣ ଆପଣା ଭାଇମାନଙ୍କୁ ବିକ୍ରି କରିବ? ଓ ସେମାନେ କʼଣ ଆମ୍ଭମାନଙ୍କ ନିକଟରେ ବିକାଯିବେ?” ଏଥିରେ ସେମାନେ ନୀରବ ହେଲେ, କିଛି ଉତ୍ତର ଦେଇ ପାରିଲେ ନାହିଁ।


ସେମାନେ ଆପଣା ଆପଣା ଶକ୍ତି ଅନୁସାରେ ସେହି କର୍ମର ଭଣ୍ଡାରରେ ଏକଷଠି ହଜାର ଡ୍ରାକ୍‌ମା ସ୍ୱର୍ଣ୍ଣମୁଦ୍ରା ଓ ପାଞ୍ଚ ହଜାର ପାଉଣ୍ଡ ରୂପା ଓ ଯାଜକମାନଙ୍କ ନିମନ୍ତେ ଏକ ଶହ ବସ୍ତ୍ର ଦେଲେ।


ଯୀଶୁ ମଧ୍ୟ ଆପଣା ଶିଷ୍ୟମାନଙ୍କ ସହିତ ସେହି ବିବାହକୁ ନିମନ୍ତ୍ରିତ ହେଲେ।


ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ; (ସେଠାରେ ଯୀଶୁଙ୍କର ଅନୁଗତ ପ୍ରାୟ ଶହେ କୋଡ଼ିଏ ଜଣ ଥିଲେ),


ଏହି ସମୟରେ, ଯେତେବେଳେ ଶିଷ୍ୟମାନଙ୍କର ସଂଖ୍ୟା ବୃଦ୍ଧି ପାଉଥିଲା, ସେତେବେଳେ ଗ୍ରୀକ୍‍ ଭାଷାବାଦୀ ଯିହୁଦୀ ବିଶ୍ୱାସୀମାନେ, ଏବ୍ରୀୟ ବିଶ୍ୱାସୀମାନଙ୍କ ବିପକ୍ଷରେ ବଚସା କରିବାକୁ ଲାଗିଲେ, କାରଣ ଦୈନିକ ଖାଦ୍ୟ ବିତରଣ କରିବାରେ ବିଧବାମାନଙ୍କୁ ଅବହେଳା କରାଯାଉଥିଲା।


ଆଉ ସେ ଭୋଜନ କରି ବଳ ପାଇଲେ। ଏଥିଉତ୍ତାରେ ସେ ଦମ୍ମେଶକରେ ଥିବା ଶିଷ୍ୟମାନଙ୍କ ସହିତ କେତେକ ଦିନ ରହିଲେ;


କିନ୍ତୁ ତାହାଙ୍କର ଶିଷ୍ୟମାନେ ରାତ୍ରିକାଳରେ ତାହାଙ୍କୁ ଘେନି ଗୋଟିଏ ଟୋକେଇରେ ପ୍ରାଚୀର ଦେଇ ତଳକୁ ଓହ୍ଲାଇଦେଲେ।


ଆଉ ଶିଷ୍ୟମାନେ ଆନନ୍ଦରେ ଓ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବାକୁ ଲାଗିଲେ।


ମାତ୍ର ଶିଷ୍ୟମାନେ ତାହାଙ୍କୁ ଘେରି ଠିଆ ହୁଅନ୍ତେ ସେ ଉଠି ସହର ମଧ୍ୟରେ ପ୍ରବେଶ କଲେ। ପରଦିନ ସେ ବର୍ଣ୍ଣବ୍ବାଙ୍କ ସହିତ ଦର୍ବୀକୁ ବାହାରିଗଲେ।


ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ।


ଅନେକ ବର୍ଷ ପରେ ମୁଁ ମୋହର ଜାତି ନିକଟକୁ ଦାନ କରିବା ନିମନ୍ତେ ଓ ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ଆସିଥିଲି।


ସେହି ପ୍ରକାରେ ଯେ ଦୁଇଟି ପାଇଥିଲା, ସେ ଆଉ ଦୁଇଟି ଲାଭ କଲା।


Swiv nou:

Piblisite


Piblisite