Biblia Todo Logo
Bib sou entènèt

- Piblisite -




ପ୍ରେରିତ 11:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଆଉ ସେମାନେ ମଧ୍ୟ ତାହା କରି ବର୍ଣ୍ଣବ୍ବା ଓ ଶାଉଲଙ୍କ ହସ୍ତରେ ପ୍ରାଚୀନମାନଙ୍କ ନିକଟକୁ ପଠାଇଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ଆଉ ସେମାନେ ମଧ୍ୟ ତାହା କରି ବର୍ଣ୍ଣବ୍ବା ଓ ଶାଉଲଙ୍କ ହସ୍ତରେ ପ୍ରାଚୀନମାନଙ୍କ ନିକଟକୁ ପଠାଇଦେଲେ।

Gade chapit la Kopi

ଓଡିଆ ବାଇବେଲ

30 ଆଉ ସେମାନେ ମଧ୍ୟ ତାହା କରି ବର୍ଣ୍ଣବ୍ବା ଓ ଶାଉଲଙ୍କ ହସ୍ତରେ ପ୍ରାଚୀନମାନଙ୍କ ନିକଟକୁ ପଠାଇଦେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

30 ସେମାନେ ଅର୍ଥ ସଂଗ୍ରହ କରି ବର୍ଣ୍ଣବା ଓ ଶାଉଲଙ୍କ ହାତରେ ମଣ୍ଡଳୀର ସେବକମାନଙ୍କ ନିକଟକୁ ତାହା ପଠାଇ ଦେଲେ।

Gade chapit la Kopi

ପବିତ୍ର ବାଇବଲ

30 ସେମାନେ ସବୁ ପଇସା ଏକାଠି କରି ଶାଉଲ ଓ ବର୍ଣ୍ଣ‌ବ୍‌‌ବାଙ୍କୁ ଦେଲେ। ଶାଉଲ ଓ ବର୍ଣ୍ଣ‌ବ୍‌‌ବା ତାହା ଆଣି ଯିହୂଦାର ପ୍ରାଚୀନ ବ୍ୟକ୍ତିମାନଙ୍କ ହାତରେ ଅର୍ପଣ କଲେ।

Gade chapit la Kopi




ପ୍ରେରିତ 11:30
21 Referans Kwoze  

ଆଉ ସେମାନେ ସେମାନଙ୍କ ନିମନ୍ତେ ପ୍ରତ୍ୟେକ ମଣ୍ଡଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରି ଉପବାସ ସହିତ ପ୍ରାର୍ଥନା କଲେ, ପୁଣି, ଯେଉଁ ପ୍ରଭୁଙ୍କଠାରେ ସେମାନେ ବିଶ୍ୱାସ କରିଥିଲେ, ତାହାଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ।


ପରେ ବର୍ଣ୍ଣବ୍ବା ଓ ଶାଉଲ ଆପଣାମାନଙ୍କର ସେବାକାର୍ଯ୍ୟ ସମାପ୍ତ କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କୁ ସାଙ୍ଗରେ ଘେନି ଯିରୂଶାଲମ ସହରରୁ ବାହୁଡ଼ିଗଲେ।


ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ପୀଡ଼ିତ? ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଉ ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତାହା ନିମନ୍ତେ ପ୍ରାର୍ଥନା କରନ୍ତୁ।


ମୋହର ଆଦେଶାନୁସାରେ ଅସମ୍ପୂର୍ଣ୍ଣ କାର୍ଯ୍ୟସବୁ ସମ୍ପୂର୍ଣ୍ଣ କରିବାକୁ ପୁଣି, ପ୍ରତ୍ୟେକ ନଗରରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରିବାକୁ ମୁଁ କ୍ରୀତୀରେ ତୁମ୍ଭକୁ ଛାଡ଼ି ଆସିଲି;


ଯେଉଁ ପ୍ରାଚୀନମାନେ ଉତ୍ତମ ରୂପେ ପରିଚାଳନା କରନ୍ତି, ବିଶେଷତଃ ଯେଉଁମାନେ ବାକ୍ୟପ୍ରଚାର ଓ ଶିକ୍ଷାଦାନରେ ପରିଶ୍ରମ କରନ୍ତି, ସେମାନେ ଦୁଇ ଗୁଣ ସମାଦର ପାଇବାର ଯୋଗ୍ୟ ବୋଲି ଗଣିତ ହୁଅନ୍ତୁ।


ମୀଲୀତରୁ ସେ ଏଫିସ ସହରକୁ ଲୋକ ପଠାଇ ମଣ୍ଡଳୀର ପ୍ରାଚୀନମାନଙ୍କୁ ଆପଣା ନିକଟକୁ ଡକାଇ ଆଣିଲେ।


ପୁଣି, ସେମାନେ ନଗରସମୂହ ଦେଇ ଯାଉ ଯାଉ ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ୱାରା ନିରୂପିତ ଆଜ୍ଞାସବୁ ପାଳନ କରିବା ନିମନ୍ତେ ସେମାନଙ୍କ ନିକଟରେ ସମର୍ପଣ କରୁଥିଲେ।


ପରେ ଏହି ବିଷୟ ଆଲୋଚନା କରିବା ନିମନ୍ତେ ପ୍ରେରିତ ଓ ପ୍ରାଚୀନମାନେ ସମବେତ ହେଲେ।


ପରେ ସେମାନେ ଯିରୂଶାଲମ ସହରରେ ଉପସ୍ଥିତ ହୋଇ ମଣ୍ଡଳୀ ପୁଣି, ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ୱାରା ଅଭ୍ୟର୍ଥନା ପ୍ରାପ୍ତ ହେଲେ, ଆଉ ଈଶ୍ବର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ, ସେହିସବୁ ବର୍ଣ୍ଣନା କଲେ।


ଅତଏବ, ଜଣେ ସହ-ପ୍ରାଚୀନ ପୁଣି, ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ମୁଁ ଯେ ଆଗାମୀ ଗୌରବର ଅଂଶାଧିକାରୀ, ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି,


ମୁଁ ଯେ ପ୍ରାଚୀନ, ମନୋନୀତା ମହିଳା ଓ ତାହାଙ୍କ ସନ୍ତାନମାନଙ୍କ ନିକଟକୁ ପତ୍ର ଲେଖୁଅଛି। ସେମାନଙ୍କୁ ମୁଁ ବାସ୍ତବରେ ପ୍ରେମ କରେ, ଆଉ କେବଳ ମୁଁ ନୁହେଁ, ମାତ୍ର ସତ୍ୟ ଜାଣିଥିବା ସମସ୍ତ ଲୋକ ମଧ୍ୟ ପ୍ରେମ କରନ୍ତି।


ଦୁଇ ବା ତିନି ଜଣ ସାକ୍ଷୀଙ୍କ ବିନା କୌଣସି ପ୍ରାଚୀନଙ୍କ ବିରୁଦ୍ଧରେ ଅଭିଯୋଗ ଗ୍ରହଣ କର ନାହିଁ।


ତହିଁ ଆରଦିନ ପାଉଲ ଆମ୍ଭମାନଙ୍କ ସହିତ ଯାକୁବଙ୍କ ଗୃହକୁ ଗଲେ, ଆଉ ସେ ସ୍ଥାନରେ ସମସ୍ତ ପ୍ରାଚୀନ ଉପସ୍ଥିତ ହେଲେ।


ଆଉ, ସେମାନେ ସେମାନଙ୍କ ହାତରେ ଏହା ଲେଖି ପଠାଇଲେ, ଆନ୍ତିୟଖିଆ, ସିରିୟା ଓ କିଲିକିୟାସ୍ଥ ଅଣଯିହୁଦୀ ଭ୍ରାତୃବୃନ୍ଦଙ୍କୁ ପ୍ରେରିତ ଓ ପ୍ରାଚୀନ ଭ୍ରାତୃବୃନ୍ଦଙ୍କର ନମସ୍କାର।


ଏଥିରେ ପାଉଲ ଓ ବର୍ଣ୍ଣବ୍ବାଙ୍କର ସେମାନଙ୍କ ସାଙ୍ଗରେ ଅନେକ ବାଗ୍‌ଯୁଦ୍ଧ ଓ ବାଦାନୁବାଦ ହେବାରୁ ଭାଇମାନେ ପାଉଲ, ବର୍ଣ୍ଣବ୍ବା ଓ ଆପଣାମାନଙ୍କ ମଧ୍ୟରୁ ଆଉ କେତେକ ଜଣ ଏହି ପ୍ରଶ୍ନ ଘେନି ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନମାନଙ୍କ ନିକଟକୁ ଯାଆନ୍ତୁ ବୋଲି ସ୍ଥିର କଲେ।


ପୁଣି, ଯୋଷେଫ, ସାଇପ୍ରସ୍ ଦ୍ବୀପରୁ ଲେବୀ ବଂଶଜାତ ଜଣେ ଲୋକ, ଯାହାଙ୍କୁ ପ୍ରେରିତମାନେ ବର୍ଣ୍ଣବ୍ବା ବୋଲି ଉପନାମ ଦେଇଥିଲେ (ଅର୍ଥାତ୍‍ ସାନ୍ତ୍ୱନାର ପୁତ୍ର),


ପ୍ରାୟ ସେହି ସମୟରେ ହେରୋଦ ରାଜା ମଣ୍ଡଳୀର କେତେକ ଜଣଙ୍କୁ ଅତ୍ୟାଚାର କରିବା ନିମନ୍ତେ ହସ୍ତକ୍ଷେପ କଲେ।


ଭାବବାଣୀ ଓ ପ୍ରାଚୀନମାନଙ୍କର ହସ୍ତାର୍ପଣ ଦ୍ୱାରା ତୁମ୍ଭକୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ତାହା ଅବହେଳା ନ କର।


ପ୍ରାଚୀନ ଯେ ମୁଁ, ପ୍ରିୟତମ ଗାୟଙ୍କ ନିକଟକୁ ପତ୍ର ଲେଖୁଅଛି; ତାହାଙ୍କୁ ମୁଁ ସତ୍ୟ ରୂପେ ପ୍ରେମ କରେ।


Swiv nou:

Piblisite


Piblisite