ପ୍ରେରିତ 11:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ ତାହା ମୋ ପର୍ଯ୍ୟନ୍ତ ଆସିଲା; ମୁଁ ତାହା ପ୍ରତି ଏକଦୃଷ୍ଟିରେ ଚାହିଁ ଚିନ୍ତା କରିବାକୁ ଲାଗିଲି ଓ ସେଥିରେ ପୃଥିବୀର ଚାରିଗୋଡ଼ିଆ ପ୍ରାଣୀ, ବନ୍ୟ-ପଶୁ, ସରୀସୃପ ଓ ଆକାଶର ପକ୍ଷୀସବୁ ଦେଖିଲି, Gade chapit laପବିତ୍ର ବାଇବଲ (Re-edited) - (BSI)6 ଆଉ ତାହା ମୋʼ ପର୍ଯ୍ୟନ୍ତ ଆସିଲା; ମୁଁ ତାହା ପ୍ରତି ଏକଦୃଷ୍ଟିରେ ଚାହିଁ ଚିନ୍ତା କରିବାକୁ ଲାଗିଲି ଓ ସେଥିରେ ପୃଥିବୀର ଚତୁଷ୍ପଦ ପ୍ରାଣୀ, ବନ୍ୟ ପଶୁ, ସରୀସୃପ ଓ ଆକାଶର ପକ୍ଷୀସବୁ ଦେଖିଲି, Gade chapit laଓଡିଆ ବାଇବେଲ6 ଆଉ ତାହା ମୋ ପର୍ଯ୍ୟନ୍ତ ଆସିଲା; ମୁଁ ତାହା ପ୍ରତି ଏକଦୃଷ୍ଟିରେ ଚାହିଁ ଚିନ୍ତା କରିବାକୁ ଲାଗିଲି ଓ ସେଥିରେ ପୃଥିବୀର ଚାରିଗୋଡ଼ିଆ ପ୍ରାଣୀ, ବନ୍ୟପଶୁ, ସରୀସୃପ ଓ ଆକାଶର ପକ୍ଷୀସବୁ ଦେଖିଲି, Gade chapit laପବିତ୍ର ବାଇବଲ (CL) NT (BSI)6 ମୁଁ ଭଲଭାବେ ଭିତରକୁ ନିରୀକ୍ଷଣ କରି ତାହା ମଧ୍ୟରେ ଚତୁଷ୍ପଦ ପ୍ରାଣୀ, ଅନ୍ୟ ପଶୁ, ସରୀସୃପ ଓ ବନ୍ୟ ପକ୍ଷୀମାନଙ୍କୁ ଦେଖିଲି। Gade chapit laପବିତ୍ର ବାଇବଲ6 ମୁଁ ମନୋଯୋଗ ସହିତ ନିରୀକ୍ଷଣ କରି ଦେଖିଲି ଯେ, ସେଥିରେ ଗ୍ଭରିପାଦ ବିଶିଷ୍ଟ ପଶୁ, ଜଙ୍ଗଲୀ ଜନ୍ତୁ, ସରୀସୃପ, ଓ ଆକାଶର ପକ୍ଷୀସବୁ ଅଛନ୍ତି। Gade chapit la |