Biblia Todo Logo
Bib sou entènèt

- Piblisite -




ପ୍ରେରିତ 11:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କିନ୍ତୁ ମୁଁ କହିଲି, ନାହିଁ ପ୍ରଭୁ, ଅପବିତ୍ର କି ଅଶୁଚି ବସ୍ତୁ ମୋହର ମୁଖରେ କେବେହେଲେ ପ୍ରବେଶ କରି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 କିନ୍ତୁ ମୁଁ କହିଲି, ନାହିଁ, ପ୍ରଭୋ, ଅପବିତ୍ର କି ଅଶୁଚି ବସ୍ତୁ ମୋହର ମୁଖରେ କେବେହେଲେ ପ୍ରବେଶ କରି ନାହିଁ।

Gade chapit la Kopi

ଓଡିଆ ବାଇବେଲ

8 କିନ୍ତୁ ମୁଁ କହିଲି, ନାହିଁ, ପ୍ରଭୁ ଅପବିତ୍ର କି ଅଶୁଚି ବସ୍ତୁ ମୋହର ମୁଖରେ କେବେହେଲେ ପ୍ରବେଶ କରି ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 କିନ୍ତୁ ମୁଁ ଉତ୍ତର ଦେଲି, ‘ନା ପ୍ରଭୁ! ମୁଁ ପାରିବି ନାହିଁ। ଏପର୍ଯ୍ୟନ୍ତ କୌଣସି ଅଶୁଚି ବା ଅପବିତ୍ର ଖାଦ୍ୟ ମୋ’ ମୁଖ ସ୍ପର୍ଶ କରି ନାହିଁ।

Gade chapit la Kopi

ପବିତ୍ର ବାଇବଲ

8 “କିନ୍ତୁ ମୁଁ କହିଲି, ‘ପ୍ରଭୁ, ମୁଁ ଏହା କଦାପି କରିବି ନାହିଁ, କାରଣ ମୁଁ କେବେ ଅପବିତ୍ର ଓ ଅପରିଷ୍କାର ଖାଦ୍ୟ ଖାଇ ନାହିଁ।’

Gade chapit la Kopi




ପ୍ରେରିତ 11:8
9 Referans Kwoze  

ମୁଁ ଜାଣେ ଓ ପ୍ରଭୁ ଯୀଶୁଙ୍କଠାରେ ନିଶ୍ଚୟ ଜ୍ଞାନ କରେ ଯେ, କୌଣସି ବିଷୟ ନିଜେ ଅଶୁଚି ନୁହେଁ, କିନ୍ତୁ ଯେଉଁ ଜଣ କୌଣସି ପଦାର୍ଥକୁ ଅଶୁଚି ବୋଲି ଜ୍ଞାନ କରେ, କେବଳ ତାହାରି ପ୍ରତି ତାହା ଅଶୁଚି।


କାରଣ ଅବିଶ୍ୱାସୀ ସ୍ୱାମୀ ବିଶ୍ୱାସୀ ଭାର୍ଯ୍ୟା ହେତୁ ପବିତ୍ର କରାଯାଇଅଛି, ଆଉ ଅବିଶ୍ୱାସିନୀ ଭାର୍ଯ୍ୟା ବିଶ୍ୱାସୀ ସ୍ୱାମୀ ହେତୁ ପବିତ୍ର କରାଯାଇଅଛି; ତାହା ନ ହେଲେ ତୁମ୍ଭମାନଙ୍କ ସନ୍ତାନମାନେ ଅଶୁଚି ହୁଅନ୍ତେ, କିନ୍ତୁ ଏବେ ସେମାନେ ପବିତ୍ର।


ସେମାନେ ସଦାପ୍ରଭୁଙ୍କ ଦେଶରେ ବାସ କରିବେ ନାହିଁ; ମାତ୍ର ଇଫ୍ରୟିମ ମିସରକୁ ଫେରିଯିବ, ଆଉ ସେମାନେ ଅଶୂରରେ ଅଶୁଚି ଦ୍ରବ୍ୟ ଭୋଜନ କରିବେ।


ସେମାନେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ କେତେକଙ୍କୁ ଅଶୁଚି, ଅର୍ଥାତ୍‍ ଅଧୁଆ ହାତରେ ଖାଇବା ଦେଖିଲେ।


ପଶୁ, ପକ୍ଷୀ, ଜଳଚର ପ୍ରାଣୀ ଓ ଉରୋଗାମୀ ଭୂଚର ପ୍ରାଣୀମାନଙ୍କ ବିଷୟରେ ଏହି ବ୍ୟବସ୍ଥା।”


ତହିଁରେ ତୁମ୍ଭେମାନେ ପବିତ୍ର ଓ ସାମାନ୍ୟ, ପୁଣି ଶୁଚି ଓ ଅଶୁଚି ମଧ୍ୟରେ ଭିନ୍ନତା ଜାଣି ପାରିବ;


ପୁଣି, ମୋତେ କୁହାଯାଉଥିବା ଗୋଟିଏ ବାଣୀ ମଧ୍ୟ ମୁଁ ଶୁଣିଲି, “ହେ ପିତର, ଉଠ, ବଧ କରି ଭୋଜନ କର।”


କିନ୍ତୁ ଦ୍ୱିତୀୟ ଥର ଆକାଶରୁ ଗୋଟିଏ ସ୍ୱର ଉତ୍ତର ଦେଲା, “ଈଶ୍ବର ଯାହା ଶୁଚି କରିଅଛନ୍ତି, ତୁମ୍ଭେ ତାହା ଅଶୁଚି ବୋଲି ନ କୁହ।”


Swiv nou:

Piblisite


Piblisite