ପ୍ରେରିତ 12:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେମାନେ ତାହାକୁ କହିଲେ, ତୁ ବାୟାଣୀ। କିନ୍ତୁ ସେ ତାହା ସତ ବୋଲି ଦୃଢ଼ରୂପେ କହିବାକୁ ଲାଗିଲା। ସେମାନେ କହିଲେ, ଏ ତାଙ୍କର ଦୂତ। Gade chapit laପବିତ୍ର ବାଇବଲ (Re-edited) - (BSI)15 ସେମାନେ ତାକୁ କହିଲେ, ତୁ ବାୟାଣୀ। କିନ୍ତୁ ସେ ତାହା ସତ ବୋଲି ଦୃଢ଼ ରୂପେ କହିବାକୁ ଲାଗିଲା। ସେମାନେ କହିଲେ, ଏ ତାଙ୍କର ଦୂତ। Gade chapit laଓଡିଆ ବାଇବେଲ15 ସେମାନେ ତାହାକୁ କହିଲେ, ତୁ ବାୟାଣୀ । କିନ୍ତୁ ସେ ତାହା ସତ ବୋଲି ଦୃଢ଼ରୂପେ କହିବାକୁ ଲାଗିଲା । ସେମାନେ କହିଲେ, ଏ ତାଙ୍କର ଦୂତ । Gade chapit laପବିତ୍ର ବାଇବଲ (CL) NT (BSI)15 ସେମାନେ ତାକୁ କହିଲେ, “ତୁ ପାଗଳୀ ହୋଇଛୁ।” କିନ୍ତୁ “ଏହା ସତ୍ୟ” ବୋଲି ସେ ଦୃଢ଼ ଭାବରେ କହିବାରୁ, ସେମାନେ ଭାବିଲେ, “ତେବେ ବୋଧହୁଏ, ଏ ତାଙ୍କର ପ୍ରେତାତ୍ମା।” Gade chapit laପବିତ୍ର ବାଇବଲ15 ବିଶ୍ୱାସୀମାନେ ରୋଦାର କଥା ଶୁଣି ତାହାକୁ କହିଲେ, “ତୁ ପାଗଳୀ,” କିନ୍ତୁ ସେ ତା’ କଥା ସତ୍ୟ ବୋଲି ଦୃଢ଼ଭାବେ କହିବାକୁ ଲାଗିଲା। ସେମାନେ କହିଲେ, “ସେ ନିଶ୍ଚୟ ପିତରଙ୍କର ଦୂତ।” Gade chapit la |