Biblia Todo Logo
Bib sou entènèt

- Piblisite -




ପ୍ରେରିତ 12:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସକାଳ ହେବା ପରେ ପିତର କୁଆଡ଼େ ଗଲେ ବୋଲି ସୈନ୍ୟମାନଙ୍କ ମଧ୍ୟରେ ବଡ଼ ଚହଳ ପଡ଼ିଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ସକାଳ ହେବା ପରେ ପିତର କୁଆଡ଼େ ଗଲେ ବୋଲି ସୈନ୍ୟମାନଙ୍କ ମଧ୍ୟରେ ବଡ଼ ଚହଳ ପଡ଼ିଗଲା।

Gade chapit la Kopi

ଓଡିଆ ବାଇବେଲ

18 ସକାଳ ହେବା ପରେ ପିତର କୁଆଡ଼େ ଗଲେ ବୋଲି ସୈନ୍ୟମାନଙ୍କ ମଧ୍ୟରେ ବଡ଼ ଚହଳ ପଡ଼ିଗଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ସକାଳ ହେବା ପରେ ପିତର କୁଆଡ଼େ ଗଲେ ବୋଲି ପ୍ରହରୀମାନଙ୍କ ଭିତରେ ଭାଳେଣି ପଡ଼ିଲା।

Gade chapit la Kopi

ପବିତ୍ର ବାଇବଲ

18 ତହିଁ ଆରଦିନ ସକାଳ ହେବାରୁ ସୈନ୍ୟମାନେ ଅତି ବିବ୍ରତ ହୋଇଗଲେ। ପିତରଙ୍କ ପ୍ରତି କ’ଣ ଘଟିଥିବ, ଏହା ଭାବି ସେମାନେ ଚିନ୍ତିତ ହୋଇପଡ଼ିଲେ।

Gade chapit la Kopi




ପ୍ରେରିତ 12:18
5 Referans Kwoze  

ପ୍ରାୟ ସେହି ସମୟରେ ଏହି ମାର୍ଗ ବିଷୟରେ ମହା ଗଣ୍ଡଗୋଳ ଉଠିଲା।


ଏଥିରେ କାରାରକ୍ଷକ ନିଦ୍ରାରୁ ଉଠି କାରାଗାରର ଦ୍ୱାର ଖୋଲା ହେବା ଦେଖି ବନ୍ଦୀମାନେ ପଳାଇଯାଇଅଛନ୍ତି ବୋଲି ମନେ କରି, ଖଣ୍ଡା ବାହାର କରି ଆପଣାକୁ ବଧ କରିବାକୁ ଯାଉଥିଲେ।


କିନ୍ତୁ ସେ ସେମାନଙ୍କୁ ତୁନି ହୋଇ ରହିବା ପାଇଁ ହାତରେ ଠାରି, ପ୍ରଭୁ କିପରି ତାହାଙ୍କୁ କାରାଗାରରୁ ବାହାର କରି ଆଣିଅଛନ୍ତି, ତାହା ସେମାନଙ୍କ ନିକଟରେ ବର୍ଣ୍ଣନା କଲେ। ପୁଣି, ସେ କହିଲେ, ଏହି ସମସ୍ତ କଥା ଯାକୁବ ଓ ଭାଇମାନଙ୍କୁ ଜଣାଅ। ଆଉ ସେ ପ୍ରସ୍ଥାନ କରି ଅନ୍ୟ ସ୍ଥାନକୁ ଚାଲିଗଲେ।


ଆଉ ହେରୋଦ ତାହାଙ୍କୁ ଖୋଜି ନ ପାଇବାରୁ ପ୍ରହରୀମାନଙ୍କୁ ପ୍ରଶ୍ନ କଲା ଉତ୍ତାରେ ସେମାନଙ୍କୁ ବଧ କରିବା ପାଇଁ ଆଜ୍ଞା ଦେଲେ। ପରେ ସେ ଯିହୂଦିୟା ପ୍ରଦେଶରୁ କାଇସରିୟା ସହରକୁ ଯାଇ ସେଠାରେ ରହିଲେ।


Swiv nou:

Piblisite


Piblisite