Biblia Todo Logo
Bib sou entènèt

- Piblisite -




ପ୍ରେରିତ 12:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ସେଥିରେ ଲୋକମାନେ ପାଟି କରି କହିବାକୁ ଲାଗିଲେ, ଏ ତ ଦେବତାଙ୍କ ସ୍ୱର ମନୁଷ୍ୟର ସ୍ୱର ନୁହେଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ସେଥିରେ ଲୋକମାନେ ପାଟି କରି କହିବାକୁ ଲାଗିଲେ, ଏ ତ ଦେବତାଙ୍କ ସ୍ଵର, ମନୁଷ୍ୟର ସ୍ଵର ନୁହେଁ।

Gade chapit la Kopi

ଓଡିଆ ବାଇବେଲ

22 ସେଥିରେ ଲୋକମାନେ ପାଟି କରି କହିବାକୁ ଲାଗିଲେ, ଏ ତ ଦେବତାଙ୍କ ସ୍ୱର ମନୁଷ୍ୟର ସ୍ୱର ନୁହେଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 ସେମାନେ ଚିକ୍ରାର କଲେ, “ଏହା କୌଣସି ମନୁଷ୍ୟର ନୁହେଁ, ମାତ୍ର ଜଣେ ଦେବତାର ସ୍ୱର!”

Gade chapit la Kopi

ପବିତ୍ର ବାଇବଲ

22 ଲୋକମାନେ ପାଟିକରି କହିଲେ, “ଏହା ଦେବତାର ସ୍ୱର, ମନୁଷ୍ୟର ନୁହେଁ।”

Gade chapit la Kopi




ପ୍ରେରିତ 12:22
9 Referans Kwoze  

ପୁଣି, ସର୍ପ ସେହି ପଶୁକୁ ଆପଣା କ୍ଷମତା ସମର୍ପଣ କରିବାରୁ ସେମାନେ ସର୍ପକୁ ପ୍ରଣାମ କଲେ; ସେମାନେ ପଶୁକୁ ମଧ୍ୟ ପ୍ରଣାମ କରି କହିଲେ, ଏହି ପଶୁ ପରି କିଏ? ଆଉ କିଏ ତାହା ସହିତ ଯୁଦ୍ଧ କରିପାରେ?


ସେମାନେ ବଚସାକାରୀ, ଆପଣା ଆପଣା ଅବସ୍ଥାରେ ଅସନ୍ତୁଷ୍ଟ ଓ ନିଜ ନିଜ କୁଅଭିଳାଷରେ ଚାଳିତ; ସେମାନଙ୍କ ମୁଖ ବଡ଼ ବଡ଼ କଥା କହେ ଓ ସ୍ୱାର୍ଥସିଦ୍ଧି ନିମନ୍ତେ ସେମାନେ ଲୋକଙ୍କ ମୁହଁ ଉପରେ ପ୍ରଶଂସା କରନ୍ତି।


ରାଜ୍ୟର ଅଧ୍ୟକ୍ଷଗଣ, ରାଜପ୍ରତିନିଧିଗଣ ଓ କ୍ଷିତିପାଳଗଣ, ମନ୍ତ୍ରୀ ଓ ଦେଶାଧ୍ୟକ୍ଷଗଣ ସମସ୍ତେ ଏକତ୍ର ମନ୍ତ୍ରଣା କରି ଏପରି ଏକ ରାଜାଜ୍ଞା ଓ ଦୃଢ଼ ନିଷେଧ-ବିଧି ସ୍ଥାପନ କରିବାକୁ ବିଚାର କରିଅଛନ୍ତି ଯେ, ଯଦି କେହି ତିରିଶ ଦିନ ପର୍ଯ୍ୟନ୍ତ ମହାରାଜାଙ୍କ ବିନା କୌଣସି ଦେବତା କିଅବା ମନୁଷ୍ୟର ନିକଟରେ ପ୍ରାର୍ଥନା କରିବ, ସେ ସିଂହମାନଙ୍କ ଗର୍ତ୍ତରେ ନିକ୍ଷିପ୍ତ ହେବ।


ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀମାନଙ୍କୁ ମିଥ୍ୟା କହନ୍ତି। ସେମାନେ ଚାଟୁବାଦୀ ଓଷ୍ଠାଧରରେ ଓ ଦ୍ୱିଧାଚିତ୍ତରେ କଥା କହନ୍ତି।


ଏଣୁ ଗୋଟିଏ ନିରୂପିତ ଦିନରେ ହେରୋଦ ରାଜବସ୍ତ୍ର ପରିଧାନ କରି ସିଂହାସନରେ ବସି ସେମାନଙ୍କ ନିକଟରେ ଗୋଟିଏ ଭାଷଣ ଦେଲେ;


ତତ୍‌କ୍ଷଣାତ୍ ପ୍ରଭୁଙ୍କର ଜଣେ ଦୂତ ତାହାଙ୍କୁ ଆଘାତ କଲେ, କାରଣ ସେ ଈଶ୍ବରଙ୍କୁ ଗୌରବ ଦେଲେ ନାହିଁ, ଆଉ ତାହାଙ୍କୁ ପୋକ ଖାଇବା ଦ୍ୱାରା ସେ ମଲେ।


ପୁଣି, ତୁମ୍ଭର ଓ ତୁମ୍ଭ ଲୋକମାନଙ୍କର ଓ ଦାସମାନଙ୍କ ଉପରକୁ ଉଠିବେ।’”


ପୁଣି, ସେହି ଜନତା ଉତ୍ଥାପିତ ହେଲେ, ତାହାର ଚିତ୍ତ ଗର୍ବିତ ହେବ ଓ ସେ ଅୟୁତ ଅୟୁତ ଲୋକଙ୍କୁ ନିପାତ କରିବ; ତଥାପି ସେ ଜୟଯୁକ୍ତ ନୋହିବ।


Swiv nou:

Piblisite


Piblisite