ପ୍ରେରିତ 13:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପରେ ପାଉଲ ଓ ତାହାଙ୍କ ସଙ୍ଗୀମାନେ ପାଫ ସହରରୁ ଜଳଯାତ୍ରା କରି ପଂଫୂଲିଆ ଦେଶରେ ପର୍ଗୀ ସହରକୁ ଆସିଲେ; କିନ୍ତୁ ଯୋହନ ସେମାନଙ୍କୁ ପରିତ୍ୟାଗ କରି ଯିରୂଶାଲମ ସହରକୁ ବାହୁଡ଼ିଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ପରେ ପାଉଲ ଓ ତାଙ୍କ ସଙ୍ଗୀମାନେ ପାଫରୁ ଜଳଯାତ୍ରା କରି ପଂଫୂଲିଆର ପର୍ଗୀକୁ ଆସିଲେ; କିନ୍ତୁ ଯୋହନ ସେମାନଙ୍କୁ ପରିତ୍ୟାଗ କରି ଯିରୂଶାଲମକୁ ବାହୁଡ଼ିଗଲେ। Gade chapit laଓଡିଆ ବାଇବେଲ13 ପରେ ପାଉଲ ଓ ତାଙ୍କ ସଙ୍ଗୀମାନେ ପାଫରୁ ଜଳଯାତ୍ରା କରି ପଂଫୂଲିଆର ପର୍ଗୀକୁ ଆସିଲେ; କିନ୍ତୁ ଯୋହନ ସେମାନଙ୍କୁ ପରିତ୍ୟାଗ କରି ଯିରୂଶାଲାମକୁ ବାହୁଡ଼ିଗଲେ । Gade chapit laପବିତ୍ର ବାଇବଲ (CL) NT (BSI)13 ପାଉଲ ଓ ତାଙ୍କର ସହଯାତ୍ରୀମାନେ ପାଫୋରୁ ଜଳଯାତ୍ରା କରି ପାମ୍ପିଲିଆର ପର୍ଗା ନାମକ ଏକ ନଗରରେ ପହଞ୍ଚିଲେ। ଯୋହନ ନାମରେ ପରିଚିତ ମାର୍କ ସେମାନଙ୍କୁ ଏହିଠାରେ ପରିତ୍ୟାଗ କରି ଯିରୂଶାଲମକୁ ଫେରିଗଲେ। Gade chapit laପବିତ୍ର ବାଇବଲ13 ପାଉଲ ଓ ତାହାଙ୍କର ବନ୍ଧୁମାନେ ପାଫ ନଗର ଛାଡ଼ି ସମୁଦ୍ର ପଥରେ ପଂଫୂଲିଆର ପର୍ଗିକୁ ଆସିଲେ। କିନ୍ତୁ ଯୋହନ ମାର୍କ ସେମାନଙ୍କୁ ଛାଡ଼ି ଯିରୁଶାଲମକୁ ଫେରି ଆସିଲେ। Gade chapit la |