Biblia Todo Logo
Bib sou entènèt

- Piblisite -




ପ୍ରେରିତ 13:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପରେ ପ୍ରାୟ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ସେ ସେମାନଙ୍କ ବ୍ୟବହାର ସହ୍ୟ କଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପରେ ପ୍ରାୟ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ସେ ସେମାନଙ୍କ ବ୍ୟବହାର ସହ୍ୟ କଲେ,

Gade chapit la Kopi

ଓଡିଆ ବାଇବେଲ

18 ପରେ ପ୍ରାୟ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ସେ ସେମାନଙ୍କ ବ୍ୟବହାର ସହ୍ୟ କଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ମରୁପ୍ରାନ୍ତରରେ ସେମାନଙ୍କୁ ଦୁରାଚାରକୁ ସହ୍ୟ କଲେ।

Gade chapit la Kopi

ପବିତ୍ର ବାଇବଲ

18 ପରମେଶ୍ୱର ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ମରୁଭୂମିରେ ସେମାନଙ୍କର ଆଚରଣ ସହିଲେ।

Gade chapit la Kopi




ପ୍ରେରିତ 13:18
19 Referans Kwoze  

ଏହି ବ୍ୟକ୍ତି ମିସର ଦେଶ, ସୂଫ ସାଗର ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ନାନା ଆଶ୍ଚର୍ଯ୍ୟକର୍ମ ଓ ଲକ୍ଷଣ ସାଧନ କରି ସେମାନଙ୍କୁ ବାହାର କରି ଆଣିଲେ।


ତୁମ୍ଭେ ଏହି ପ୍ରାନ୍ତର ମଧ୍ୟରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ କିପରି କ୍ରୁଦ୍ଧ କରାଇଅଛ, ତାହା ସ୍ମରଣ କର, ତୁମ୍ଭେ ତାହା ପାସୋର ନାହିଁ; ତୁମ୍ଭେ ମିସର ଦେଶରୁ ବାହାର ହେବା ଦିନଠାରୁ ଏହି ସ୍ଥାନକୁ ଆସିବା ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଚାରୀ ହୋଇଅଛ।


ଯେହେତୁ ପ୍ରାନ୍ତରରେ ତୁମ୍ଭେ ଦେଖିଅଛ ଯେ, ମନୁଷ୍ୟ ଆପଣା ପୁତ୍ରକୁ ବହିବା ପରି ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଏହି ସ୍ଥାନରେ ପହଞ୍ଚିବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଗମନର ସମସ୍ତ ପଥରେ ତୁମ୍ଭକୁ କିପରି ବହିଅଛନ୍ତି।”


ତେବେ ଏମାନଙ୍କ ମଧ୍ୟରୁ ଯେତେ ଲୋକ ଆମ୍ଭର ପ୍ରତାପ, ପୁଣି, ମିସରରେ ଓ ପ୍ରାନ୍ତରରେ କୃତ ଆମ୍ଭର ଚିହ୍ନସ୍ୱରୂପ କର୍ମ ଦେଖିଲେ ମଧ୍ୟ ଦଶ ଥର ଆମ୍ଭର ପରୀକ୍ଷା କରିଅଛନ୍ତି ଓ ଆମ୍ଭ ରବରେ ଅମନୋଯୋଗୀ ହୋଇଅଛନ୍ତି,


ଇସ୍ରାଏଲ ସନ୍ତାନମାନେ ବସତି ଦେଶରେ ଉପସ୍ଥିତ ନ ହେବା ଯାଏ ଚାଳିଶ ବର୍ଷ ପର୍ଯ୍ୟନ୍ତ ସେହି ମାନ୍ନା ଭୋଜନ କଲେ ଓ କିଣାନ ଦେଶର ସୀମାରେ ଉପସ୍ଥିତ ନ ହେବା ଯାଏ ସେମାନେ ତାହା ଖାଇଲେ।


ସେତେବେଳେ ଇସ୍ରାଏଲ ସନ୍ତାନମାନଙ୍କ ସମସ୍ତ ମଣ୍ଡଳୀ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ପ୍ରାନ୍ତରରେ ବଚସା କଲେ।


ତଥାପି ବହୁ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ସେମାନଙ୍କୁ ସହ୍ୟ କଲ ଓ ଆପଣା ଆତ୍ମା ଦ୍ୱାରା ଆପଣା ଭବିଷ୍ୟଦ୍‍ବକ୍ତାଗଣ ଦେଇ ସେମାନଙ୍କୁ ଚେତାବନୀ ଦେଲ; ମାତ୍ର ସେମାନେ କର୍ଣ୍ଣପାତ କରିବାକୁ ସମ୍ମତ ହେଲେ ନାହିଁ; ଏହେତୁ ତୁମ୍ଭେ ସେମାନଙ୍କୁ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କ ହସ୍ତରେ ସମର୍ପଣ କଲ।


Swiv nou:

Piblisite


Piblisite