ପ୍ରେରିତ 13:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର। Gade chapit laପବିତ୍ର ବାଇବଲ (Re-edited) - (BSI)2 ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ଵାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ କର। Gade chapit laଓଡିଆ ବାଇବେଲ2 ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର । Gade chapit laପବିତ୍ର ବାଇବଲ (CL) NT (BSI)2 ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବାବେଳେ, ପବିତ୍ରଆତ୍ମା ସେମାନଙ୍କୁ କହିଲେ, “ମୁଁ ଯେଉଁ କାର୍ଯ୍ୟ ପାଇଁ ବର୍ଣ୍ଣବା ଓ ଶାଉଲଙ୍କୁ ଆହ୍ୱାନ କରିଛି, ସେଥିପାଇଁ ସେମାନଙ୍କୁ ମୋ’ ନିମନ୍ତେ ପୃଥକ୍ କର।” Gade chapit laପବିତ୍ର ବାଇବଲ2 ସେମାନେ ପ୍ରଭୁଙ୍କର ସେବା ଓ ଉପବାସ କରୁଥିବା ସମୟରେ ପବିତ୍ରଆତ୍ମା ସେମାନଙ୍କୁ କହିଲେ, “ତୁମ୍ଭେମାନେ ମୋ’ ପାଇଁ ବର୍ଣ୍ଣବ୍ବା ଓ ଶାଉଲଙ୍କୁ ସ୍ୱତନ୍ତ୍ର ଭାବେ ପୃଥକ କର, କାରଣ ମୁଁ ସେମାନଙ୍କୁ ଗୋଟିଏ ବିଶେଷ କାର୍ଯ୍ୟ କରିବା ପାଇଁ ଆହ୍ୱାନ କରିଅଛି।” Gade chapit la |