ପ୍ରେରିତ 13:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଥିଉତ୍ତାରେ ଭାବବାଦୀ ଶାମୁୟେଲଙ୍କ ପର୍ଯ୍ୟନ୍ତ ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)20 ଏଥିଉତ୍ତାରେ ଭାବବାଦୀ ଶାମୁୟେଲଙ୍କ ପର୍ଯ୍ୟନ୍ତ ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ। Gade chapit laଓଡିଆ ବାଇବେଲ20 ଏଥିଉତ୍ତାରେ ଭାବବାଦୀ ଶାମୁଏଲଙ୍କ ପର୍ଯ୍ୟନ୍ତ ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ । Gade chapit laପବିତ୍ର ବାଇବଲ (CL) NT (BSI)20 ପ୍ରାୟ ଚାରି ଶହ ପଚାଶ ବର୍ଷ ଭିତରେ ଏହିସବୁ ଘଟଣା ଘଟିଗଲା। “ଏହା ପରେ ଶାମୁଏଲ ଭାବବାଦୀଙ୍କ ସମୟ ପର୍ଯ୍ୟନ୍ତ ଈଶ୍ୱର ସେମାନଙ୍କ ଉପରେ ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ। Gade chapit laପବିତ୍ର ବାଇବଲ20 ଏହିସବୁ ଦେଶ ଉତ୍ତରାଧିକାରୀ ଭାବରେ ଦେଲେ ଓ ଏହା 450 ବର୍ଷ ପର୍ଯ୍ୟନ୍ତ ସେମାନେ ଅଧିକାର କଲେ। “ତା'ପରେ ସେ ସେମାନଙ୍କୁ ଭବିଷ୍ୟଦ୍ବକ୍ତା ଶାମୁୟେଲଙ୍କ ସମୟ ପର୍ଯ୍ୟନ୍ତ ବିଗ୍ଭର କର୍ତ୍ତାମାନଙ୍କୁ ଦେଲେ। Gade chapit la |
କିଅବା ଯେପରି ପୂର୍ବକାଳରେ ଓ ଯେଉଁ ସମୟାବଧି ଆମ୍ଭେ ଆପଣା ଲୋକ ଇସ୍ରାଏଲ ଉପରେ ବିଚାରକର୍ତ୍ତୃଗଣକୁ ନିଯୁକ୍ତ କରିଅଛୁ, ସେସମୟାବଧି ଯେପରି ହୋଇଅଛି, ସେପରି ଅଧର୍ମର ସନ୍ତାନମାନେ ସେମାନଙ୍କୁ ଆଉ କ୍ଳେଶ ଦେବେ ନାହିଁ; ପୁଣି ଆମ୍ଭେ ତୁମ୍ଭର ସମସ୍ତ ଶତ୍ରୁଠାରୁ ତୁମ୍ଭକୁ ବିଶ୍ରାମ ଦେବା। ଆଉ ମଧ୍ୟ ସଦାପ୍ରଭୁ ତୁମ୍ଭକୁ କହନ୍ତି ଯେ, ସଦାପ୍ରଭୁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବେ।