Biblia Todo Logo
Bib sou entènèt

- Piblisite -




ପ୍ରେରିତ 13:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ପୁଣି, ତାହାଙ୍କ ବିଷୟରେ ଯାହାସବୁ ଲେଖାଅଛି, ସେ ସମସ୍ତ ପୂର୍ଣ୍ଣ କଲା ଉତ୍ତାରେ ତାହାଙ୍କୁ କ୍ରୁଶରୁ ଓହ୍ଲାଇ ଆଣି ସମାଧିରେ ରଖିଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ପୁଣି, ତାହାଙ୍କ ବିଷୟରେ ଯାହାସବୁ ଲେଖାଅଛି, ସେସମସ୍ତ ସେମାନେ ପୂର୍ଣ୍ଣ କଲା ଉତ୍ତାରେ ତାହାଙ୍କୁ କ୍ରୁଶରୁ ଓହ୍ଲାଇ ଆଣି ସମାଧିରେ ରଖିଦେଲେ।

Gade chapit la Kopi

ଓଡିଆ ବାଇବେଲ

29 ପୁଣି, ତାହାଙ୍କ ବିଷୟରେ ଯାହାସବୁ ଲେଖା ଅଛି, ସେ ସମସ୍ତ ପୂର୍ଣ୍ଣ କଲା ଉତ୍ତାରେ ତାହାଙ୍କୁ କ୍ରୁଶରୁ ଓହ୍ଲାଇ ଆଣି ସମାଧିରେ ରଖିଦେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

29 ତାଙ୍କ ବିଷୟରେ ଧର୍ମଶାସ୍ତ୍ରରେ ଯେଉଁ ସବୁ ବିଷୟ ଲିଖିତ ଅଛି, ତଦନୁଯାୟୀ ସବୁ କାର୍ଯ୍ୟ କରିବା ପରେ ସେମାନେ ତାଙ୍କୁ କ୍ରୁଶରୁ ଓହ୍ଲାଇ ଆଣି ଏକ ସମାଧିରେ ସ୍ଥାପନ କଲେ।

Gade chapit la Kopi

ପବିତ୍ର ବାଇବଲ

29 “ତାହାଙ୍କ ବିଷୟରେ ସବୁ ଲେଖା ହୋଇଥିବା ଘଟଣାମାନ ପୂର୍ଣ୍ଣ ହେଲା ପରେ ସେମାନେ ତାହାଙ୍କୁ କ୍ରୁଶରୁ ଓହ୍ଲାଇ ଆଣି କବର ମଧ୍ୟରେ ରଖିଦେଲେ।

Gade chapit la Kopi




ପ୍ରେରିତ 13:29
16 Referans Kwoze  

ପୁଣି, ତାହା ଓହ୍ଲାଇ ଆଣି ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇ, ଯହିଁରେ କେହି କେବେ ରଖାଯାଇ ନ ଥିଲା, ପାହାଡ଼ରେ ଖୋଳା ହୋଇଥିବା ଏପରି ଗୋଟିଏ ସମାଧି-ସ୍ଥାନରେ ତାହାଙ୍କୁ ଥୋଇଲେ।


ସେଥିରେ ଯୀଶୁ ସେହି ଅମ୍ଳରସ ପାନ କରି କହିଲେ, “ସମାପ୍ତ ହେଲା” ଆଉ, ସେ ମସ୍ତକ ଅବନତ କରି ପ୍ରାଣତ୍ୟାଗ କଲେ।


ଏହାପରେ ଯୀଶୁ ଧର୍ମଶାସ୍ତ୍ରର ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ସମସ୍ତ ବିଷୟ ଏବେ ସମାପ୍ତ ହୋଇଅଛି ବୋଲି ଜାଣି କହିଲେ, “ମୋତେ ତୃଷା ଲାଗୁଅଛି।”


ସମାଧିପ୍ରାପ୍ତ ହେଲେ, ଶାସ୍ତ୍ର ଅନୁସାରେ ତୃତୀୟ ଦିବସରେ ଉତ୍ଥିତ ହେଲେ;


ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ଟଙ୍ଗାଇ ବଧ କରିଥିଲେ, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ଈଶ୍ବର ତାହାଙ୍କୁ ଉଠାଇଅଛନ୍ତି।


ପୁଣି, ସେ ସେମାନଙ୍କୁ କହିଲେ, “ମୋଶାଙ୍କ ବ୍ୟବସ୍ଥାରେ ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତା ଧର୍ମଶାସ୍ତ୍ରରେ ମୋʼ ବିଷୟରେ ଯାହା ଯାହା ଲେଖାଅଛି, ସେହିସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି।”


କାରଣ ଯିରୂଶାଲମ ନିବାସୀମାନେ ଆଉ ସେମାନଙ୍କର ଅଧ୍ୟକ୍ଷଗଣ ତାହାଙ୍କୁ ପୁଣି, ପ୍ରତି ବିଶ୍ରାମବାର ଦିନରେ ପାଠ କରାଯାଉଥିବା ଭାବବାଦୀମାନଙ୍କର ବାକ୍ୟସବୁକୁ ନ ଜାଣିବାରୁ ତାହାଙ୍କୁ ଦୋଷୀ କରି ସେ ସମସ୍ତ ସଫଳ କଲେ,


ତୁମ୍ଭର ସଂକଳ୍ପ ଦ୍ୱାରା ଯେ ସମସ୍ତ ବିଷୟ ଘଟିବ ବୋଲି ପୂର୍ବରୁ ନିରୂପିତ ହୋଇଥିଲା, ତାହା କରିବାକୁ ଏକତ୍ର ହେଲେ।


ସେହି ବ୍ୟକ୍ତି ଈଶ୍ବରଙ୍କ ନିରୂପିତ ସଙ୍କଳ୍ପ ଓ ପୂର୍ବାଜ୍ଞାନୁସାରେ ସମର୍ପିତ ହୁଅନ୍ତେ, ଆପଣମାନେ ତାହାଙ୍କୁ ଅଧାର୍ମିକମାନଙ୍କ ହସ୍ତ ଦ୍ୱାରା କ୍ରୁଶାର୍ପଣ କରି ବଧ କରିଥିଲେ;


ବେଳ ଗଡ଼ିଆସନ୍ତେ ସେହି ଦିନ ଆୟୋଜନ ଦିନ, ଅର୍ଥାତ୍‍ ବିଶ୍ରାମବାରର ପୂର୍ବ ଦିନ ଥିବାରୁ,


ଆଉ ଦେଖ, ଯିହୂଦିୟା ପ୍ରଦେଶରେ ହାରାମାଥୀୟା ନଗରର ଯୋଷେଫ ନାମକ ଜଣେ ବ୍ୟକ୍ତି ଯିହୁଦୀମାନଙ୍କର ମହାସଭାର ସଭ୍ୟ ଥିଲେ; ସେ ଜଣେ ଉତ୍ତମ ଓ ଧାର୍ମିକ ଲୋକ,


ଅତଏବ, ଈଶ୍ବରଙ୍କଠାରୁ ସାହାଯ୍ୟ ପ୍ରାପ୍ତ ହୋଇ ମୁଁ ଆଜି ପର୍ଯ୍ୟନ୍ତ “କ୍ଷୁଦ୍ର ଓ ମହାନ” ସମସ୍ତଙ୍କ ନିକଟରେ ସାକ୍ଷ୍ୟ ଦେଇ ଆସୁଅଛି, ପୁଣି, ଭାବବାଦୀମାନେ ଓ ମୋଶା ଯାହା ଯାହା ଘଟିବ ବୋଲି କହିଅଛନ୍ତି, ସେହିସବୁ ଛଡ଼ା ଆଉ କିଛି କହୁ ନାହିଁ,


Swiv nou:

Piblisite


Piblisite